Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମୁକାବିଲା ପାଇଁ ‘ରେମ୍‌ଡେସିଭିର୍‌’ କାର୍ଯ୍ୟ କରିପାରେ : ରମଣ ଗଙ୍ଗାଖେଡକର୍‌
ଆଜିର ଖବର

କରୋନା ମୁକାବିଲା ପାଇଁ ‘ରେମ୍‌ଡେସିଭିର୍‌’ କାର୍ଯ୍ୟ କରିପାରେ : ରମଣ ଗଙ୍ଗାଖେଡକର୍‌

April 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଏବେ ମାନବ ସମାଜ ପାଇଁ ସବୁଠୁ ବଡ ସମସ୍ୟା ଭାବେ ଉଭା ହୋଇଛି । ବିଶ୍ବର 210ଟି ଦେଶ ଏହ କରୋନା କବଳରେ କବଳିତ । ଭାରତରେ ମଧ୍ୟ ଏହା ବ୍ୟାପିବାରେ ଲାଗିଛି । ଭାରତରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଚାଲିଥିବାବେଳେ ମୃତ୍ୟୁ ହାର ମଧ୍ୟ ବଢିବାରେ ଲାଗିଛି । ଆଜି କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କରାଯାଇଥିବା ଏକ ପ୍ରେସ୍‌ ମିଟ୍‌ରେ  ଆଇସିଏମ୍‌ଆର୍‌ ନିର୍ଦ୍ଦେଶକ ରମଣ ଗଙ୍ଗାଖେଡକର ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି । କରୋନା ମୁକାବିଲା ପାଇଁ ’ରେମ୍‌ଡେସିଭିର୍‌’ କାର୍ଯ୍ୟ କରିପାରେ ବୋଲି କହିଛନ୍ତି ।

ରେମ୍‌ଡେସିଭିର୍‌ ଟାବ୍‌ଲେଟ୍‌ ଇବୋଲା ରୋଗୀଙ୍କୁ ଦିଆଯାଇଥିଲା । ଇବୋଲାକୁ ପ୍ରତିହତ କରିବାରେ ରେମ୍‌ଡେସିଭିର୍‌ ଭଲ ଫଳ ଦେଖାଇଥିଲା । କରୋନା ମୁକାବିଲାରେ ଲଗାଇବାକୁ ଆମେ ପରୀକ୍ଷା ନିରୀକ୍ଷା କରୁଚୁ । ପରୀକ୍ଷାରେ ଏହା କେତେକାଂଶରେ ସଫଳ ହୋଇଛି ବୋଲି କହିଛନ୍ତି ଗଙ୍ଗାଖେଡକର । ତେବେ ଏହି ରେମ୍‌ଡେସିଭିର୍‌ ଷ୍ଟକ୍‌ ନାହିଁ ବୋଲି ସୂଚନା ଦେଇଛନ୍ତି। କୌଣସି ଫାର୍ମା କମ୍ପାନୀ ତିଆରି କଲେ ଆମେ ନେବା ପାଇଁ ବ୍ୟବସ୍ଥା କରିବୁ ବୋଲି କହିଛନ୍ତି ଗଙ୍ଗାଖେଡକର । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଇତିହାସ ରଚିଲେ ଓଡ଼ିଶାର ଝିଅ: ‘ଇଣ୍ଡିଆନ୍ ଆଇଡଲ୍ ୧୬’ ଜିତିଲେ ଜ୍ୟୋତିର୍ମୟୀ ନାୟକ

July 27, 2026

୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ସ୍ୱର୍ଣ୍ଣ: ଇତିହାସ ରଚିଲେ ମୀରାବାଇ ଚାନୁ 

July 26, 2026

ପୁଣି ଟି-୨୦ରେ ଭାରତ ନମ୍ବର ୧: ଜିମ୍ବାୱେକୁ କ୍ଲିନ୍ ସୁଇପ୍ କଲା ଟିମ ଇଣ୍ଡିଆ

July 26, 2026

ନୂତନ ଭିଡିଓ ବାର୍ତ୍ତା ଜାରି କଲେ ପ୍ରଧାନମନ୍ତ୍ରୀ: ପେପର ଲିକ୍ ସମ୍ପର୍କରେ ନେଲେ ଆଉ ଏକ ବଡ଼ ପଦକ୍ଷେପ

July 26, 2026
Latest News

ଇତିହାସ ରଚିଲେ ଓଡ଼ିଶାର ଝିଅ: ‘ଇଣ୍ଡିଆନ୍ ଆଇଡଲ୍ ୧୬’ ଜିତିଲେ ଜ୍ୟୋତିର୍ମୟୀ ନାୟକ

July 27, 2026

୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ସ୍ୱର୍ଣ୍ଣ: ଇତିହାସ ରଚିଲେ ମୀରାବାଇ ଚାନୁ 

July 26, 2026

ପୁଣି ଟି-୨୦ରେ ଭାରତ ନମ୍ବର ୧: ଜିମ୍ବାୱେକୁ କ୍ଲିନ୍ ସୁଇପ୍ କଲା ଟିମ ଇଣ୍ଡିଆ

July 26, 2026

ନୂତନ ଭିଡିଓ ବାର୍ତ୍ତା ଜାରି କଲେ ପ୍ରଧାନମନ୍ତ୍ରୀ: ପେପର ଲିକ୍ ସମ୍ପର୍କରେ ନେଲେ ଆଉ ଏକ ବଡ଼ ପଦକ୍ଷେପ

July 26, 2026

୧୩ ଦିନ ପରେ ଆକ୍ରମଣ ବନ୍ଦ କଲା ଆମେରିକା!: ଜାଣନ୍ତୁ କାହିଁକି ଏଭଳି ନିଷ୍ପତ୍ତି ନେଲେ ଟ୍ରମ୍ଫ?

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.