Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତକୁ ୨୩୭ ରନ୍‌ ଟାର୍ଗେଟ ଦେଲା ଅଷ୍ଟ୍ରେଲିଆ
ଆଜିର ଖବର

ଭାରତକୁ ୨୩୭ ରନ୍‌ ଟାର୍ଗେଟ ଦେଲା ଅଷ୍ଟ୍ରେଲିଆ

March 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
austrelia targets to india 237 runs in the first oneday
austrelia targets to india 237 runs in the first oneday

ପ୍ରଥମ ଦିନିକିଆରେ ଭାରତକୁ ଅଷ୍ଟ୍ରେଲିଆ ୨୩୭ ରନ୍‌ ଟାର୍ଗେଟ ଦେଇଛି। ହାଇଦ୍ରାବାଦ୍‌ର ରାଜୀବ ଗାନ୍ଧୀ ଅର୍ନ୍ତଜାତୀୟ କ୍ରିକେଟ ଷ୍ଟାଡିୟମ୍‌ରେ ଚାଲିଥିବା ପ୍ରଥମ ଏକଦିବସୀୟରେ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୫୦ ଓଭରରେ ୭ ଓ୍ଵିକେଟ୍‌ ହରାଇ ୨୩୬ ରନ୍‌ ସଂଗ୍ରହ କରିଛି। ଫଳରେ ଭାରତକୁ ଏହି ମ୍ୟାଚ୍‌ ବିଜୟ ପାଇଁ ୨୩୭ ରନ୍‌ ଟାର୍ଗେଟ ମିଳିଛି। ଭାରତର ମହମ୍ମଦ ସାମି, ଯଶପ୍ରୀତ ବୁମରା ଓ କୁଲଦୀପ ଯାଦବଙ୍କୁ ୨-୨ ଓ୍ଵିକେଟ ମିଳିଥିବା ବେଳେ କେଦାର ଯାଧବ ଗୋଟିଏ ଓ୍ଵିକେଟ ନେଇଛନ୍ତି। ଅଷ୍ଟ୍ରେଲିଆ ପକ୍ଷରୁ ଉସମାନ୍ ଖ୍ୱାଜା ସର୍ବାଧିକ ୫୦ ରନ୍, ଗ୍ଲେନ୍ ମ୍ୟାକ୍ସୱେଲ ୪୦, ମାର୍କସ୍ ଷ୍ଟୋଇନିସ୍ ୩୭ ଓ ଆଷ୍ଟନ୍ ଟର୍ଣ୍ଣର ଅପରାଜିତ ୩୬ ରନ୍ କରିଛନ୍ତି ।

austrelia india thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026

ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

April 13, 2026

ଟ୍ରକ୍ ଧକ୍କାରେ ୭ ମୃତ

April 13, 2026

ଟିଏମସିରେ ଯୋଗଦେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି: ବିଜେପି ଉପରେ କଲେ କଡ଼ା ଆକ୍ରମଣ

April 13, 2026
Latest News

‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

April 13, 2026

ଶେଷ ହେବ ତେଲ ଏବଂ ଏଲପିଜି ସଙ୍କଟ!: ଓଡ଼ିଶା ଓ ଗୁଜୁରାଟରେ ପହଞ୍ଚିଲା ଦୁଇଟି ବଡ଼ ଟ୍ୟାଙ୍କର୍

April 13, 2026

ମାରି ନେଲେ ମଙ୍ଗରାଜେ ହାରିଗଲେ ପାତ୍ରେ, ବିଜେଡି ରାଜ୍ୟସଭା ରାଜନୀତି

April 13, 2026

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026

ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.