Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାରଙ୍କୁ ଘେରିଲେ ରାହୁଲ : କରୋନା ହଟସ୍ପଟକୁ ଲକ୍‌ଡାଉନ୍‌ କରି ବ୍ୟବସାୟକୁ ଆରମ୍ଭର ପ୍ରସ୍ତାବ
ଆଜିର ଖବର

ସରକାରଙ୍କୁ ଘେରିଲେ ରାହୁଲ : କରୋନା ହଟସ୍ପଟକୁ ଲକ୍‌ଡାଉନ୍‌ କରି ବ୍ୟବସାୟକୁ ଆରମ୍ଭର ପ୍ରସ୍ତାବ

April 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଲକ୍‌ଡାଉନ୍‌କୁ ନେଇ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ । କରୋନା ହଟସ୍ପଟ୍‌ ସ୍ଥାନ ଗୁଡିକରେ ଲକ୍‌ଡାଉନ୍‌କୁ ଜାରି କରାଯିବାର ପ୍ରସ୍ତାବ ଦେଇଛନ୍ତି ରାହୁଲ୍ । ଲକ୍‌ଡାଉନ୍‌ କାରଣରୁ ଗରିବ ଏବଂ ଖଟିଖିଆ ଳୋକେ ସର୍ବାଧିକ ପ୍ରଭାବିତ । ଏପରିକି ବିଭିନ୍ନ କ୍ଷୁଦ୍ର ବ୍ୟବସାୟ ମଧ୍ୟ ଏହା ଦ୍ବାରା ଗଭୀର ଭାବରେ ପ୍ରଭାବିତ । ତେଣୁ ଏପରି ଶ୍ରେଣୀର ଲୋକଙ୍କୁ ଅସୁବିଧାରୁ ବାହାର କରିବା ପାଇଁ ସରକାରଙ୍କୁ ସାମୂହିକ ଲକ୍‌ଡାଉନ୍‌ ପରିବର୍ତ୍ତେ ଅନ୍ୟ ପଦକ୍ଷେପ ନେବା ଉଚିତ୍‌ । କରୋନା ହଟସ୍ପଟ ଗୁଡିକୁ ଚିହ୍ନଟ କରିବା ସହିତ ଉକ୍ତ ଅଞ୍ଚଳକୁ ଲକ୍‌ଡାଉନ୍‌ କରିବା ସହିତ ଅନ୍ୟାନ୍ୟ ଅଞ୍ଚଳରେ ବନ୍ଦ ପଡିଥିବା ବ୍ୟବସାୟକୁ ଆରମ୍ଭ କରାଯିବା ଉଚିତ୍‌ ବୋଲି ରାହୁଲ୍‌ ଏକାଧିକ ଟ୍ବିଟରେ ପ୍ରକାଶ କରିଛନ୍ତି । ଗରିବ ଶ୍ରେଣୀର ବ୍ୟକ୍ତିଙ୍କ ପାଇଁ ସରକାରଙ୍କ ପକ୍ଷରୁ କୌଣସି ଠୋସ୍‌ ପଦକ୍ଷେପ ଗ୍ରହଣ କରାଯାଉନାହିଁ ବୋଲି ରାହୁଲ ଟ୍ବିଟ୍‌ କରିଛନ୍ତି ।

hotspot Lockdown rahulgandhi
Share. Facebook Twitter LinkedIn Email WhatsApp Copy Link

Related Posts

ପରିତ୍ୟକ୍ତ ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର: ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

February 1, 2026

ଆଜି ଫେବୃୟାରୀ ୧ ଶନିବାରରେ କେତେକ ରାଶିର ଭାଗ୍ୟ ଚମକିବ, ବିଶ୍ବାସ କରିପାରିବେ ନାହିଁ

February 1, 2026

ଇଶାନଙ୍କ ଶତକ ଏବଂ ଅର୍ଶଦୀପଙ୍କ ପଞ୍ଝା: ପଞ୍ଚମ ଟି-୨୦କୁ ୪୬ ରନରେ ଜିତିଲା ଭାରତ

January 31, 2026

Union Budget 2026: ଆସନ୍ତାକାଲି ସଂସଦରେ ବଜେଟ ଉପସ୍ଥାପନା କରିବେ ଅର୍ଥମନ୍ତ୍ରୀ

January 31, 2026
Latest News

ପରିତ୍ୟକ୍ତ ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର: ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

February 1, 2026

ଆଜି ଫେବୃୟାରୀ ୧ ଶନିବାରରେ କେତେକ ରାଶିର ଭାଗ୍ୟ ଚମକିବ, ବିଶ୍ବାସ କରିପାରିବେ ନାହିଁ

February 1, 2026

ଇଶାନଙ୍କ ଶତକ ଏବଂ ଅର୍ଶଦୀପଙ୍କ ପଞ୍ଝା: ପଞ୍ଚମ ଟି-୨୦କୁ ୪୬ ରନରେ ଜିତିଲା ଭାରତ

January 31, 2026

Odisha Cabinet Meeting: ରାଜ୍ୟ କ୍ୟାବିନେଟର ବୈଠକ, ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଂଜୁରୀ

January 31, 2026

Union Budget 2026: ଆସନ୍ତାକାଲି ସଂସଦରେ ବଜେଟ ଉପସ୍ଥାପନା କରିବେ ଅର୍ଥମନ୍ତ୍ରୀ

January 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.