Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୀମା-କୋରେଗାଓଁ ଦଙ୍ଗା ମାମଲା : ଏନ୍‌ଆଇଏ ସମ୍ମୁଖରେ ଦୁଇ ଅଭିଯୁକ୍ତଙ୍କ ଆତ୍ମସମର୍ପଣ
ଆଜିର ଖବର

ଭୀମା-କୋରେଗାଓଁ ଦଙ୍ଗା ମାମଲା : ଏନ୍‌ଆଇଏ ସମ୍ମୁଖରେ ଦୁଇ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

April 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ମହାରାଷ୍ଟ୍ରର ଭୀମା କୋରେଗାଓଁ ଦଙ୍ଗା ମାମଲାରେ ଦୁଇ ଅଭିଯୁକ୍ତ ଏନ୍‌ଆଇଏ ସମ୍ମୁଖରେ ଆତ୍ମ ସମର୍ପଣ କରିଛନ୍ତି । ଦୁଇ ଦଳିତ ନେତା ଗୌତମ ନଭଲଖା ଏବଂ ଆନନ୍ଦ ତେଲତୁମ୍ବଦେ ମଙ୍ଗଳବାର ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ) ନିକଟରେ ଆତ୍ମ ସମର୍ପଣ କରିଛନ୍ତି । ଉଭୟଙ୍କୁ ଏନ୍‌ଆଇଏ କୋର୍ଟରେ ହାଜର କରାଯିବ ବୋଲି ଜଣାପଡିଛି । 9 ତାରିଖରେ ସୁପ୍ରିମକୋର୍ଟଙ୍କମ ନିର୍ଦ୍ଦେଶ ପରେ ଦୁଇ କଦଳିତ ନେତା ଆଜି ଆତ୍ମସମର୍ପଣ କରିଛନ୍ତି । ଏହାକୁ ନେଇ ବିଭିନ୍ନ ବିରୋଧୀ ଦଳଙ୍କ ପକ୍ଷରୁ ସରକାରଙ୍କୁ ସମାଲୋଚନା କରାଯାଇଛି । ବରିଷ୍ଠ କଂଗ୍ରେସ ନେତା କପିଲ୍‌ ଶିବଲ୍‌ ଏହାକୁ କଳାଦିବସ ବୋଲି ଅଭିହିତ କରିଥିଲେ । ଆମ୍ବେଦକରଙ୍କ ଜୟନ୍ତୀରେ ଦଳିତ ନେତାଙ୍କୁ ଗିରଫ କରାଯିବା ଅଣ ସାମ୍ବିଧାନିକ ବୋଲି ଶିବଲ ଟ୍ବିଟ୍‌ କରିଥିଲେ । (ଏଜେନ୍ସି)

nia
Share. Facebook Twitter LinkedIn Email WhatsApp Copy Link

Related Posts

ଅମରନାଥ ଯାତ୍ରାରେ ଭକ୍ତଙ୍କ ଭିଡ଼: ଏପର୍ଯ୍ୟନ୍ତ ବାବା ବର୍ଫାନୀଙ୍କ ଦର୍ଶନ କଲେ ୪ ଲକ୍ଷରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ

July 27, 2026

NEET ପ୍ରତିବାଦ ସମୟରେ ବିବାଦୀୟ ପୋଷ୍ଟର: ଅଜ୍ଞାତ ମହିଳାଙ୍କ ବିରୋଧରେ ମାମଲା ରୁଜୁ

July 27, 2026

କଣ୍ଟାବାଞ୍ଜିଠାରେ ବିଶାଳ ‘ମିଶ୍ରଣ ପର୍ବ’: ବିଜେପି ରେ ଯୋଗଦେଲେ ବିଜେଡ଼ି ଏବଂ କଂଗ୍ରେସ କର୍ମୀ

July 27, 2026

ଆଜି ଜୁଲାଇ ୨୭ ତାରିଖ ସୋମବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 27, 2026
Latest News

ଅମରନାଥ ଯାତ୍ରାରେ ଭକ୍ତଙ୍କ ଭିଡ଼: ଏପର୍ଯ୍ୟନ୍ତ ବାବା ବର୍ଫାନୀଙ୍କ ଦର୍ଶନ କଲେ ୪ ଲକ୍ଷରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ

July 27, 2026

NEET ପ୍ରତିବାଦ ସମୟରେ ବିବାଦୀୟ ପୋଷ୍ଟର: ଅଜ୍ଞାତ ମହିଳାଙ୍କ ବିରୋଧରେ ମାମଲା ରୁଜୁ

July 27, 2026

କଣ୍ଟାବାଞ୍ଜିଠାରେ ବିଶାଳ ‘ମିଶ୍ରଣ ପର୍ବ’: ବିଜେପି ରେ ଯୋଗଦେଲେ ବିଜେଡ଼ି ଏବଂ କଂଗ୍ରେସ କର୍ମୀ

July 27, 2026

ଆଜି ଜୁଲାଇ ୨୭ ତାରିଖ ସୋମବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 27, 2026

ଇତିହାସ ରଚିଲେ ଓଡ଼ିଶାର ଝିଅ: ‘ଇଣ୍ଡିଆନ୍ ଆଇଡଲ୍ ୧୬’ ଜିତିଲେ ଜ୍ୟୋତିର୍ମୟୀ ନାୟକ

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.