Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡାକ୍ତରଙ୍କୁ ଆକ୍ରମଣ କଲେ କରୋନା ସଙ୍କ୍ରମିତଙ୍କ ସମ୍ପର୍କୀୟ
ଆଜିର ଖବର

ଡାକ୍ତରଙ୍କୁ ଆକ୍ରମଣ କଲେ କରୋନା ସଙ୍କ୍ରମିତଙ୍କ ସମ୍ପର୍କୀୟ

April 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦ: ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ପୁନର୍ବାର ଆକ୍ରମଣ କରାଯାଇଛି। ଘଟଣାଟି ଘଟିଛି ହାଇଦ୍ରାବାଦରେ। ନିଜ ପୁଅ କରୋନା ସଙ୍କ୍ରମିତ ବୋଲି ଜାଣିବା ପରେ ହସ୍ପିଟାଲର ଜୁନିୟର ଡାକ୍ତରଙ୍କୁ ଏହି ବ୍ୟକ୍ତି ଜଣକ ଆକ୍ରମଣ କରିଥିଲେ। ଓସ୍‌ମାନିଆ ଜେନେରାଲ୍‌ ହସ୍ପିଟାଲ୍‌ରେ ମଙ୍ଗଳବାର ଏହି ଘଟଣା ଘଟିଛି। ଆକ୍ରାନ୍ତ ଜଣାପଡିବା ପରେ ଉକ୍ତ ଯୁବକଙ୍କୁ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉକ୍ତ ବ୍ୟକ୍ତି ଜଣକ ନିଜ ପରିବାର ସହିତ କ୍ବାରାଣ୍ଟାଇନ୍‌ରେ ରହିଥିଲେ। ତାଙ୍କ ପୁଅକୁ ଡାକ୍ତର ମାନେ ଜାଣିଶୁଣି ଜଣେ କରୋନା ସଂକ୍ରମିତଙ୍କ ସହିତ ରଖିଥିଲେ। ଏପରି ଅଭିଯୋଗ କରିବା ସହିତ ଉପସ୍ଥିତ ଜୁନିୟର ଡାକ୍ତରଙ୍କୁ ଆକ୍ରମଣ କରିଥିଲେ। ଏହାପରେ ସମସ୍ତ ସ୍ବାସ୍ଥ୍ୟକର୍ମୀ ଧାରଣାରେ ବସିଥିଲେ। ଏହାପରେ ହସ୍ପିଟାଲ ପରିସରରେ କଡା ସୁରକ୍ଷା ବ୍ୟବସ୍ଥା ଦାବି କରାଯାଇଥିଲା। (ଏଜେନ୍ସି)

hyderabad
Share. Facebook Twitter LinkedIn Email WhatsApp Copy Link

Related Posts

ହାଇଦ୍ରାବାଦକୁ ପରାସ୍ତ କରି କ୍ୱାଲିଫାୟର ୨ ରେ ସ୍ଥାନ ସୁରକ୍ଷିତ କଲା ରାଜସ୍ଥାନ: ଇତିହାସ ରଚିଲେ ବୈଭବ

May 27, 2026

ଓଡିଶା ବିଧାନସଭାର ଶ୍ରେଷ୍ଠ ବିଧାୟକ ଚୟନ ପାଇଁ କମିଟି ଗଠନ

May 27, 2026

ପୁଣି ଚର୍ଚ୍ଚା ଧରିଲା ଫଡନଭିସ୍ ଏବଂ ଠାକରେ ଗୋଷ୍ଠୀ ମଧ୍ୟରେ ଘନିଷ୍ଠତା !

May 27, 2026

ଘର ଉପରେ ଗଛ ପଡି ମହିଳା ମୃତ

May 27, 2026
Latest News

ଆଜି ମେ ୨୮ ତାରିଖ ଗୁରୁବାରରେ ଏହି ଛଅଟି ରାଶି ଉପରେ ଶ୍ରୀଗଣେଶଙ୍କର ରହିଛି କୃପା

May 28, 2026

ହାଇଦ୍ରାବାଦକୁ ପରାସ୍ତ କରି କ୍ୱାଲିଫାୟର ୨ ରେ ସ୍ଥାନ ସୁରକ୍ଷିତ କଲା ରାଜସ୍ଥାନ: ଇତିହାସ ରଚିଲେ ବୈଭବ

May 27, 2026

ଓଡିଶା ବିଧାନସଭାର ଶ୍ରେଷ୍ଠ ବିଧାୟକ ଚୟନ ପାଇଁ କମିଟି ଗଠନ

May 27, 2026

ପୁଣି ଚର୍ଚ୍ଚା ଧରିଲା ଫଡନଭିସ୍ ଏବଂ ଠାକରେ ଗୋଷ୍ଠୀ ମଧ୍ୟରେ ଘନିଷ୍ଠତା !

May 27, 2026

ଘର ଉପରେ ଗଛ ପଡି ମହିଳା ମୃତ

May 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.