Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଜୌରୀରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ : 2 ସାଧାରଣ ନାଗରିକ ଆହତ
ଆଜିର ଖବର

ରଜୌରୀରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ : 2 ସାଧାରଣ ନାଗରିକ ଆହତ

April 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର : ଜମ୍ମୁ କାଶ୍ମୀରର ରଜୌରୀ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯିବାରୁ 2 ଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି । ରଜୌରୀ ଜିଲ୍ଲା ଅନ୍ତର୍ଗତ ମଞ୍ଜକୋଟ ସେକ୍ଟରରେ ପାକିସ୍ତାନ ପକ୍ଷରୁ ଗୁଳି ଚାଳନା ଏବଂ ମୋର୍ଟାର ମାଡ କରାଯିବା ଫଳରେ ଦୁଇ ଗ୍ରାମବାସୀ ଆହତ ହୋଇଥିଲେ । ଆହତଙ୍କ ମଧ୍ୟରେ ଜଣେ ମହିଳା ମଧ୍ୟ ରହିଥିବା ନେଇ ପୋଲିସ୍‌ ସୂଚନା ଦେଇଛି । ତିନୋଟି ଘର ସମ୍ପୂର୍ଣ୍ଣ ଭାବରେ ନଷ୍ଟ ହୋଇଯାଇଥିବା ଜଣାପଡିଛି । ଭାରତୀୟ ସେନା ପକ୍ଷରୁ ଦୁଇ ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଘଟଣା ପରେ ଉଭୟ ସେନା ପକ୍ଷରୁ ଗୁଳିଚାଳନା ଜାରି ରହଛି । (ଏଜେନ୍ସି)

ceasefire loc
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Latest News

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.