Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରବନୀତ ଗିଲ୍‌ ହେଲେ ୟେସ ବ୍ୟାଙ୍କ ସିଇଓ ଏମ୍‌ଡ଼ି
ଆଜିର ଖବର

ରବନୀତ ଗିଲ୍‌ ହେଲେ ୟେସ ବ୍ୟାଙ୍କ ସିଇଓ ଏମ୍‌ଡ଼ି

March 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Ravneet Gill takes charge as Yes Bank MD, CEO
Ravneet Gill takes charge as Yes Bank MD, CEO

ପୂର୍ବତନ ଡଚ ବ୍ୟାଙ୍କର ଭାରତ ମୁଖ୍ୟ ରବନୀତ ଗିଲ ୟେସ ବ୍ୟାଙ୍କର ସିଇଓ ଏବଂ ଏମଡି ଭାବେ ନିଯୁକ୍ତ ହୋଇଛନ୍ତି । ସେ ୨୦୦୪ ମସିହାରୁ ୟେସ ବ୍ୟାଙ୍କର ସଂସ୍ଥାପକ ଥିବା ରଣା କପୁରଙ୍କ ସ୍ଥାନ ଗ୍ରହଣ କରିବେ । ରବନୀତ୍‌ ମାର୍ଚ୍ଚ ୨୦୧୯ଠାରୁ ୨୦୨୦ ଫେବୃଆରୀ ୨୮ ତାରିଖ ପର୍ଯ୍ୟନ୍ତ ଏହି ପଦ ସମ୍ଭାଳିବେ । ବ୍ୟାଙ୍କର ଅନ୍ତରୀଣ ଏମ୍‌ଡ଼ି ଓ ସିଇଓ ରହିଥିବା ଅଜୟ କୁମାର ସିଂହ ବର୍ତ୍ତମାନ ନନ୍‌ ଏଜ୍‌କ୍ୟୁଟିଭ୍‌ ନନ୍‌ ଇଣ୍ଡିପେଣ୍ଡେଡ୍‌ ନିର୍ଦ୍ଦେଶକ ରୂପେ କାର୍ଯ୍ୟ କରିବେ । ରାଣା କପୁର ବ୍ୟାଙ୍କ୍‌ର ୧୦.୬୬ ପ୍ରତିଶତ ଅଂଶୀଦାର ଅଟନ୍ତି ଯାହାର ବଜାର ମୂଲ୍ୟ ପ୍ରାୟ ୫୮୦୦ କୋଟି ଟଙ୍କା ହେବ ।

 

yesbank thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026

OTT ପ୍ଲାଟଫର୍ମରେ ହଇଚଇ ସୃଷ୍ଟି କରୁଛି ୨ ଘଣ୍ଟା ୨୦ ମିନିଟର ତାମିଲ ଫିଲ୍ମ

April 21, 2026
Latest News

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026

OTT ପ୍ଲାଟଫର୍ମରେ ହଇଚଇ ସୃଷ୍ଟି କରୁଛି ୨ ଘଣ୍ଟା ୨୦ ମିନିଟର ତାମିଲ ଫିଲ୍ମ

April 21, 2026

ଭୋଟର ତାଲିକାରୁ ବାଦ ପଡିଥିବା ଭୋଟରଙ୍କ ଯାଞ୍ଚ ନିର୍ଦ୍ଦେଶ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.