Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଶମ ଶ୍ରେଣୀ ପାଠ୍ୟ ପୁସ୍ତକ ପରିବର୍ତ୍ତନକୁ ନେଇ ଦ୍ବନ୍ଦ୍ବ : ବହି ନୁହେଁ, ବିଷୟ ବଦଳିବ
ଆଜିର ଖବର

ଦଶମ ଶ୍ରେଣୀ ପାଠ୍ୟ ପୁସ୍ତକ ପରିବର୍ତ୍ତନକୁ ନେଇ ଦ୍ବନ୍ଦ୍ବ : ବହି ନୁହେଁ, ବିଷୟ ବଦଳିବ

April 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଦଶମ ଶ୍ରେଣୀ ପାଠ୍ୟ ପୁସ୍ତକରେ ପରିବର୍ତ୍ତନ ନେଇ ସୃଷ୍ଟି ହୋଇଥିବା ଦ୍ବନ୍ଦ୍ବ ପ୍ରସଙ୍ଗରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ଦେଇଛନ୍ତି । ଦଶମ ଶ୍ରେଣୀ ପୁସ୍ତକରେ ବିଶେଷ ଭାବେ ପରିବର୍ତ୍ତନ ହେଉନି ବୋଲି କହିଛନ୍ତି ମନ୍ତ୍ରୀ । ବୋର୍ଡ ଅନୁସାରେ କିଛି ପୁସ୍ତକର କିଛି ବିଷୟ ପରିବର୍ତ୍ତନ ହେବ। ବହି ବଦଳିବାକୁ ନେଇ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କୁ ଅଯଥା ଚିନ୍ତା ନ କରିବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ସମୀର ଦାଶ ।

ଗତକାଲି ଦଶମ ଶ୍ରେଣୀ ବହି ବଦଳିବ ବୋଲି ବୋର୍ଡ ତରଫରୁ ସୂଚନା ଜାରି କରାଯାଇଥିଲା। ମୋଟ 14ଟି ବିଷୟରୁ 8ଟି ବିଷୟ ବଦଳିବ ବୋଲି କୁହାଯାଇଥିବାବେଳେ । ଲକଡାଉନ ପରେ ଏହି ବହି ବିକ୍ରି ହେବ ବୋଲି ସୂଚନା ଦିଆଯାଇଥିଲା । ତେବେ ଏହାକୁ ନେଇ ଦ୍ବନ୍ଦ୍ବ ସୃଷ୍ଟି ହେବା ପରେ ମନ୍ତ୍ରୀ ଏହା ସମ୍ପର୍କରେ ସୂଚନା ଦେଇଛନ୍ତି । ରାଜ୍ୟରେ କରୋନା ଯୋଗୁଁ ନବମ ଶ୍ରେଣୀ ପିଲାଙ୍କ ଗୋଟିଏ ପରୀକ୍ଷା ବାକି ରହିଥିବାବେଳେ ଜୁନ୍‌ 17 ପରେ ବିଦ୍ୟାଳୟ ଖୋଲିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି ।

samirdas
Share. Facebook Twitter LinkedIn Email WhatsApp Copy Link

Related Posts

ଟିଏମସିରେ ଯୋଗଦେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି: ବିଜେପି ଉପରେ କଲେ କଡ଼ା ଆକ୍ରମଣ

April 13, 2026

ଟ୍ରମ୍ପଙ୍କ ନୂତନ ଧମକରେ ଦୋହଲିଗଲା ସେୟାର ବଜାର

April 13, 2026

ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 13, 2026

ଦୁଇ ବାଇକ୍ ଧକ୍କା: ଦୁଇ ମୃତ

April 13, 2026
Latest News

ଟିଏମସିରେ ଯୋଗଦେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି: ବିଜେପି ଉପରେ କଲେ କଡ଼ା ଆକ୍ରମଣ

April 13, 2026

ଟ୍ରମ୍ପଙ୍କ ନୂତନ ଧମକରେ ଦୋହଲିଗଲା ସେୟାର ବଜାର

April 13, 2026

ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 13, 2026

୨୧୯ ଏଲ୍‍ପିଜି ବିତରକଙ୍କ ଉପରେ ଜରିମାନା, ୫୬ ବିତରକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

April 13, 2026

ଦୁଇ ବାଇକ୍ ଧକ୍କା: ଦୁଇ ମୃତ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.