Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ଲକ୍ଷ ଟଙ୍କା ପ୍ରଦାନ କଲେ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ଯୁବ ବିଜେଡି ସଭାପତି ସୁବ୍ରତ ଦାଶ
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ଲକ୍ଷ ଟଙ୍କା ପ୍ରଦାନ କଲେ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ଯୁବ ବିଜେଡି ସଭାପତି ସୁବ୍ରତ ଦାଶ

April 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: କରୋନା ଭୂତାଣୁର ଦୃତ ସଂକ୍ରମଣରେ ସାରାବିଶ୍ୱ ସହିତ ଭାରତବର୍ଷ ଓ ଓଡ଼ିଶା ରାଜ୍ୟ ବିଶେଷ ପ୍ରଭାବିତ ହୋଇଥିବାରୁ ଏହାର ମୁକାବିଲା ନିମନ୍ତେ ସରକାରଙ୍କ ପକ୍ଷରୁ ଯୋରଦାର ଉଦ୍ୟମ କରାଯାଉଛି। ଏଭଳି ଭୟଙ୍କର ବିପତ୍ତି ସମୟରେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୟ ଉପଯୋଗୀ ପଦକ୍ଷେପକୁ ସବୁଆଡ଼େ ପ୍ରଶଂସା କରାଯାଉଥିବା ବେଳେ କରୋନା ଭୁତାଣୁ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା କରିବାକୁ ଆଗେଇ ଆସିଛନ୍ତି ଲୋକମାନେ।  ସେହିପରି ବୁଧବାର ମଧ୍ୟାହ୍ନରେ ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ବିଜେଡି ଯୁବ ସଭାପତି ତଥା ତିର୍ତ୍ତୋଲ ସ୍ଥିତ ଆନନ୍ଦ ମଣ୍ଡପର ମୁଖ୍ୟ ପରିଚାଳକ ସୁବ୍ରତ କୁମାର ଦାଶ (ଦିଲୁ ନନା) କରୋନା ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି। ଏଭଳି ଭୟଙ୍କର ବିପତ୍ତି ସମୟରେ ରାଜ୍ୟ ସରକାରଙ୍କୁ କରୋନା ମୁକାବିଲା ନିମନ୍ତେ ଦିଲୁ ନନା ୧ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଥିବାରୁ ତିର୍ତ୍ତୋଲ ଅଞ୍ଚଳର ବହୁ ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ ଓ ଯୁବ ସଂଗଠନ ମାନଙ୍କ ତରଫରୁ ଦୃଢ ପ୍ରଶଂସା କରାଯାଇଛି।

ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି
Share. Facebook Twitter LinkedIn Email WhatsApp Copy Link

Related Posts

ଡ. ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଯୁବପିଢ଼ିଙ୍କ ଫିଟନେସ୍ ଅଭିଯାନ

October 11, 2026

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026
Latest News

ଡ. ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଯୁବପିଢ଼ିଙ୍କ ଫିଟନେସ୍ ଅଭିଯାନ

October 11, 2026

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026

ମା’ ଗଡ଼ଚଣ୍ଡୀଙ୍କ ପୀଠରେ ଆରମ୍ଭ ହେଲା ଷୋଡ଼ଶ ଉପଚାର ପୂଜା

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.