Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତ 24 ଘଣ୍ଟାରେ 183 ଜଣ ସୁସ୍ଥ ହୋଇଛନ୍ତି : କେନ୍ଦ୍ର ସ୍ବାସ୍ଥ୍ୟ ସଚିବ
ଆଜିର ଖବର

ଗତ 24 ଘଣ୍ଟାରେ 183 ଜଣ ସୁସ୍ଥ ହୋଇଛନ୍ତି : କେନ୍ଦ୍ର ସ୍ବାସ୍ଥ୍ୟ ସଚିବ

April 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଅପଡେଟ୍‌ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଗତ 24 ଘଣ୍ଟାରେ 183 ଜଣ ସୁସ୍ଥ ହୋଇଛନ୍ତି । ଦେଶର 325ଟି ଜିଲ୍ଲାରେ ଗୋଟିଏ ହେଲେ ବି କରୋନା କେସ୍‌ ନାହିଁ  ବୋଲି ସାମ୍ବାଦିକ ସମ୍ମିଳନୀରେ ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ୍‌ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି । ସେହିପରି ଏଯାବତ୍‌ ଦେଶରେ କରୋନାରେ ମୃତ୍ୟୁ ସଂଖ୍ୟା 414କୁ ବୃଦ୍ଧି ପାଇଛି । ଗତକାଲି ଗୋଟିଏ ଦିନରେ 37ଜଣଙ୍କର ମୃତ୍ୟୁ  ହୋଇଛି ବୋଲି ସୂଚନା ଦେଇଛନ୍ତି । ଲକ୍‌ ଡାଉନ୍‌ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି । ଘରୁ ବାହାରିବା ମାତ୍ରେ ସମେସ୍ତ ମୁହଁରେ ମାସ୍କ ପିନ୍ଧିବା ଜରୁରୀ । ସାମାଜିକ ଦୂରତ୍ବ ବଜାୟ ସହ ଏକ ଜାଗାରେ 5ରୁ ଅଧିକ ଏକତ୍ର ହେବେନି । ସେହିପରି ସର୍ବସାଧାରଣ ସ୍ଥାନରେ ଛେପ ପକାଇବାକୁ କଡା ବାରଣ କରାଯାଇଛି । ସେହିପରି ମଦ, ତମାଖୁ, ଗୁଟ୍‌ଖା ବିକ୍ରିକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ସେହିପରି କର୍ମସ୍ଥଳୀରେ ସାନିଟାଇଜର୍‌, ଥର୍ମାଲ୍‌ ସ୍କ୍ରିନିଂ ବ୍ୟବହାର ଜରୁରୀ ବୋଲି କୁହାଯାଇଛି ।

ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟ କର୍ମୀଙ୍କ ଟେଷ୍ଟ ରାପିଡ୍‌ କିଟ୍‌ରେ ହେବ ବୋଲି ସୂଚନା ରହିଛି । ସେହିପରି ହଟ୍‌ସ୍ପଟ୍‌ ଜିଲ୍ଲାମାନଙ୍କରେ କାହାର ଲକ୍ଷଣ ଦେଖାଗଲେ ରାପିଡ୍‌ ଟେଷ୍ଟ ହେବ ବୋଲି ସୂଚନା ଦେଇଛନ୍ତି । (ଏଜେନ୍ସି)

coronaupdate
Share. Facebook Twitter LinkedIn Email WhatsApp Copy Link

Related Posts

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026
Latest News

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026

ହୋଲି ପୂର୍ବରୁ ଘରକୁ ଆଣନ୍ତୁ ଏହି ଜିନିଷ: ମାତା ଲକ୍ଷ୍ମୀଙ୍କ ମିଳିବ ଆଶୀର୍ବାଦ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.