Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅସହ୍ୟ ଗରମ: 6 ଟି ସହରରେ ତାପମାତ୍ରା 40 ଡିଗ୍ରୀ ଉପରେ
ଆଜିର ଖବର

ଅସହ୍ୟ ଗରମ: 6 ଟି ସହରରେ ତାପମାତ୍ରା 40 ଡିଗ୍ରୀ ଉପରେ

April 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପ୍ରବଳ ଖରାରେ ସିଝୁଛି ସାରା ଓଡ଼ିଶା। ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି 6 ଟି ସହର 40 ଡିଗ୍ରୀ ଉପରେ ତାପମାତ୍ରା ରହିଛି। ଆଜି ସର୍ବାଧିକ ତାପମାତ୍ରା ସୋନପୁରରୁ ରେକର୍ଡ କରାଯାଇଛି। ସୋନପୁର ସର୍ବାଧିକ ତାପମାତ୍ରା 40.8 ଡିଗ୍ରୀ ରହିଥିବାବେଳେ  ବଲାଙ୍ଗିରରେ 40.5  ଡିଗ୍ରୀ ରହିଥିଲା। ସେହିପରି ମାଲକାନଗିରି 40.2 ଡିଗ୍ରୀ, ଅନୁଗୁଳ ଓ ତାଳଚେର 40.1 ଓ ବୌଦ୍ଧ 40 ଡିଗ୍ରୀ ସେଲସିୟସ୍‌ ରହିଥିଲା। ରାଜଧାନୀ ଭୁବନେଶ୍ବରରେ 39.2 ଏବଂ କଟକ 39.6 ଡିଗ୍ରୀ ସେଲସିୟସ୍‌ ରହିଛି।

heat wave Odisha
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026
Latest News

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.