Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରଭଣୀରେ ପ୍ରଥମ କରୋନା ମାମଲା : ପୁଣେରୁ 350 କିଲୋମିଟର ଚାଲି ଚାଲି ପହଞ୍ଚିଥିବା ବ୍ୟକ୍ତିଙ୍କୁ କରୋନା
ଆଜିର ଖବର

ପରଭଣୀରେ ପ୍ରଥମ କରୋନା ମାମଲା : ପୁଣେରୁ 350 କିଲୋମିଟର ଚାଲି ଚାଲି ପହଞ୍ଚିଥିବା ବ୍ୟକ୍ତିଙ୍କୁ କରୋନା

April 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପରଭଣୀ: ମହାରାଷ୍ଟ୍ରର ପରଭଣୀ ଜିଲ୍ଲାରେ ଗୁରୁବାର ଦିନ କରୋନା ଜନିତ ପ୍ରଥମ ମାମଲା ସାମ୍ନାକୁ ଆସିଛି । ପୁଣେରୁ ଚାଲିଚାଲି ପରଭଣୀକୁ ଆସିଥିବା ଜଣେ ଯୁବକଙ୍କ ନିକଟରେ କରୋନା ପଜିଟଭ୍‌ ମିଳିଛି ।

ସ୍ବାସ୍ଥ୍ୟ ଅଧିକାରୀଙ୍କ ସୂଚନା ଅନୁଯାୟୀ ପୁଣେରୁ ଚାଲି ଚାଲି ନିଜ ଘର ପରଭଣୀର ପହଞ୍ଚିଥିବା 21ବର୍ଷୀୟ ଯୁବକଙ୍କ ଠାରେ କୋଭିଡ-19  ପଜିଟିଭ୍‌ ମିଳିଛି । ପ୍ରାୟ 350 କିଲୋମିଟର ଚାଲି ଚାଲି ପରଭଣୀରେ ପହଞ୍ଚିବା ପରେ ସେ କରୋନା ସଂକ୍ରମିତ ହୋଇଥିବା ଜଣାପଡିଥିଲା । ତାଙ୍କୁ ପରଭଣୀର ସିଭିଲ୍‌ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଏବେ ତାଙ୍କ ଅବସ୍ଥା ସ୍ଥିର ରହିଥିବାବେଳେ ତାଙ୍କ ସମ୍ପର୍କରେ ଆସିଥିବା ଆଠରୁ ନଅ ଜଣଙ୍କୁ ଖୋଜା ଯାଉଛି ।

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା 12759ରେ ପହଞ୍ଚିଥିବାବେଳେ 420 ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି 1514 ଜଣ ଏଥିରୁ ସୁସ୍ଥ ହୋଇଛନ୍ତି । ଦେଶରେ ସର୍ବାଧିକ କରୋନା ଆକ୍ରାନ୍ତ ମହାରାଷ୍ଟ୍ରରୁ ହି ଚିହ୍ନଟ ହୋଇଛନ୍ତି । ଏଠାରେ ପ୍ରାୟ 3000 ପାଖାପାଖି ଲୋକେ ସଂକ୍ରମିତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 400 ଉପରେ ରହିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରସ୍ଥିତ ପାନ୍ଥନିବାସଠାରେ ଦୁଇ ଦିନିଆ ‘ପଖାଳ ପର୍ବ’ ଉଦଘାଟିତ

March 20, 2026

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜ ବିଜ୍ଞାନ ବିଭାଗର ସୁବର୍ଣ୍ଣ ଜୟନ୍ତୀ ସମାରୋହ

March 20, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026
Latest News

ଭୁବନେଶ୍ୱରସ୍ଥିତ ପାନ୍ଥନିବାସଠାରେ ଦୁଇ ଦିନିଆ ‘ପଖାଳ ପର୍ବ’ ଉଦଘାଟିତ

March 20, 2026

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜ ବିଜ୍ଞାନ ବିଭାଗର ସୁବର୍ଣ୍ଣ ଜୟନ୍ତୀ ସମାରୋହ

March 20, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.