Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ 5 ହଜାର ଟଙ୍କା
ଆଜିର ଖବର

ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ 5 ହଜାର ଟଙ୍କା

April 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ : ଲକ୍ ଡାଉନ୍‌ ପାଇଁ ଆର୍ଥିକ ସ୍ଥିତି ବିଗିଡି ଥିବାରୁ ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଆର୍ଥିକ ସହାୟତା । ପ୍ରତି ସେବାୟତ ପରିବାରକୁ ମିଳିବ 5 ହଜାରଟଙ୍କା । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତଙ୍କ ପରିବାରକୁ ସହାୟତା । ସେବାୟତ ବ୍ୟାଙ୍କ ଖାତାକୁ ସିଧାସଳଖ ଟଙ୍କା ଟ୍ରାନ୍ସଫର୍‌ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଥିବା ସୂଚନା । ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ ଏନେଇ ସୂଚନା ଦେଇଛନ୍ତି ।

ଲକ୍‌ ଡାଉନ୍‌ ଯୋଗୁଁ ଶ୍ରୀମନ୍ଦିରକୁ ଯାତ୍ରୀଙ୍କ ପ୍ରବେଶ ଉପରେ କଟକଣା ଜାରି ହୋଇଛି । ଭକ୍ତମାନେ ମନ୍ଦିର ଆସୁନଥିବାରୁ ଏହାର ସିଧା ପ୍ରଭାବ ସେବାୟତଙ୍କ ଉପରେ ପଡିଛି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସେବାୟତଙ୍କୁ ସାହାଯ୍ୟ କରିବା ଲାଗି ନିଷ୍ପତ୍ତି ନିଆଯାଇଛି ।

purishreemandir
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026
Latest News

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.