Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଫଗାନିସ୍ଥାନରେ ଅଚାନକ ବନ୍ୟାରେ  ୨୦ ମୃତ
ଆଜିର ଖବର

ଆଫଗାନିସ୍ଥାନରେ ଅଚାନକ ବନ୍ୟାରେ  ୨୦ ମୃତ

March 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
20 people killed by flood in afganistan
20 people killed by flood in afganistan

ଆଫଗାନିସ୍ଥାନର ଦକ୍ଷିଣ ଭାଗରେ ଅଚାନକ ବନ୍ୟା ପରିସ୍ଥିତି ସୃଷ୍ଟି ହେବାରୁ ଏଥିରେ ଅତି କମ୍‌ରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ଏହି ପ୍ରାକୃତିକ ବିପତ୍ତିରେ ୧୦ଜଣ ଲୋକ ନିଖୋଜ ହୋଇଥିବାର ସୂଚନା ରହିଛି । ଶୁକ୍ରବାର ଦିନ ଦକ୍ଷିଣ ପ୍ରାନ୍ କନ୍ଧାରରେ ପ୍ରବଳ ବର୍ଷା ହେବା କାରଣରୁ ଗତ ୩୦ ଘଣ୍ଟା ଭିତରେ ଏହି କ୍ଷେତ୍ରରେ ପାଖାପାଖି ୯୭ ମିଲିଲିଟିର ବର୍ଷା ହୋଇଥିଲା ।  ମୃତକଙ୍କ ମଧ୍ୟରେ ଶିଶୁମାନେ ମଧ୍ୟ ରହିଛନ୍ତି । ଏହି ଆକସ୍ମିକ ବନ୍ୟାରେ ପୂରା ଦକ୍ଷିଣ କ୍ଷେତ୍ରର ୨୦୦୦ରୁ ଉର୍ଦ୍ଧ୍ବ ଘର କ୍ଷତିଗ୍ରସ୍ତ ହୋଇଥିବାବେଳେ କନ୍ଧାର ସହରର ୬୦୦ଟି ଘର ନଷ୍ଟ ହୋଇଛି । ତଥାପି କିଛି କ୍ଷେତ୍ରରେ ଜଳସ୍ତର ବୃଦ୍ଧିପାଇବାରେ ଲାଗିଛି । ପ୍ରଶାସନ ତରଫରୁ ଜରୁରୀକାଳୀନ ସେବା ଜାରି ରହିଥିବାବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

floodinafganistan thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ଭଲ ଖବର

March 18, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026
Latest News

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ଭଲ ଖବର

March 18, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.