Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଧ୍ୟପ୍ରଦେଶ ଶପଥଗ୍ରହଣ ପାଇଁ ଲକ୍‌ଡାଉନ୍‌କୁ ବିଳମ୍ବିତ କରିଥିଲେ ମୋଦି : ୟେଚୁରୀ
ଆଜିର ଖବର

ମଧ୍ୟପ୍ରଦେଶ ଶପଥଗ୍ରହଣ ପାଇଁ ଲକ୍‌ଡାଉନ୍‌କୁ ବିଳମ୍ବିତ କରିଥିଲେ ମୋଦି : ୟେଚୁରୀ

April 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୋପାଳ : ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ରହିଥିବା ଏହାକୁ ନେଇ ରାଜନୀତି ଜାରି ରହିଛି । ମଧ୍ୟପ୍ରଦେଶରେ ସରକାର ଗଠନ ପାଇଁ ନରେନ୍ଦ୍ର ମୋଦି ଜାଣିଶୁଣି ଲକ୍‌ଡାଉନ୍‌ ଲାଗୁ କରିବାରେ ବିଳମ୍ବ କରିଥିଲେ ବୋଲି ସିପିଆଇ ନେତା ସୀତାରାମ ୟେଚୁରୀ ପ୍ରକାଶ କରିଛନ୍ତି । ଗୋଟିଏ ରାଜ୍ୟର କ୍ଷମତା ଦଖଲ ପାଇଁ ବିଜେପି ସରକାର ଲକ୍ଷାଧିକ ଜନତାଙ୍କ ଜୀବନକୁ ବିପଦ ମଧ୍ୟକୁ ଠେଲି ଦେଇଛନ୍ତି ବୋଲି ୟେଚୁରୀ ଅଭିଯୋଗ କରିଛନ୍ତି । ମଧ୍ୟପ୍ରଦେଶରୁ ଗୋଟିଏ ଦିନରେ 361 ନୂତନ ସଙ୍କ୍ରମଣ ସମ୍ମୁଖକୁ ଆସିବା ପରେ ୟେଚୁରୀ ଏହି ଅଭିଯୋଗ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ମାର୍ଚ୍ଚ 23 ତାରିଖରେ ଶିବରାଜ ସିଂ ଚୌହାନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ 24 ତାରିଖରେ ପ୍ରଧାନମନ୍ତ୍ରୀ ଲକ୍‌ଡାଉନ୍‌ ଘୋଷଣା କରିଥିଲେ । ପ୍ରଧାନମନ୍ତ୍ରୀ ଏପରି ପଦକ୍ଷେପର ଜବାବ ଜନତା ଦେବେ ବୋଲି ୟେଚୁରୀ ପ୍ରକାଶ କରିଛନ୍ତି । (ଏଜେନ୍ସି)

BJP covid19
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ପାଇଁ ଐତିହାସିକ ମୁହୂର୍ତ୍ତ: ଓସ୍କାର ତାଲିକାରେ ସ୍ଥାନ ପାଇଲା ଅକ୍ଷୟ ପରିଜାଙ୍କ ‘ପାପା ବୁକା’

August 27, 2025

୪ ଦିନ ପରେ ଏହି ଲୋକମାନଙ୍କୁ ମିଳିବ ନାହିଁ ପେଟ୍ରୋଲ, ନିର୍ଦ୍ଦେଶ ଜାରି କଲେ ଯୋଗୀ ସରକାର

August 27, 2025

‘ଭାରତ ଏବଂ ଆମେରିକା ମଧ୍ୟରେ ଖୁବ୍‌ଶୀଘ୍ର ମୁକ୍ତ ବାଣିଜ୍ୟ ଚୁକ୍ତିନାମା ହେବ’: ପୂର୍ବତନ ବୈଦେଶିକ ସଚିବ

August 27, 2025

ବୈଷ୍ଣୋ ଦେବୀ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୩୨ କୁ ବୃଦ୍ଧି

August 27, 2025
Latest News

ଓଡିଶା ପାଇଁ ଐତିହାସିକ ମୁହୂର୍ତ୍ତ: ଓସ୍କାର ତାଲିକାରେ ସ୍ଥାନ ପାଇଲା ଅକ୍ଷୟ ପରିଜାଙ୍କ ‘ପାପା ବୁକା’

August 27, 2025

୪ ଦିନ ପରେ ଏହି ଲୋକମାନଙ୍କୁ ମିଳିବ ନାହିଁ ପେଟ୍ରୋଲ, ନିର୍ଦ୍ଦେଶ ଜାରି କଲେ ଯୋଗୀ ସରକାର

August 27, 2025

‘ଭାରତ ଏବଂ ଆମେରିକା ମଧ୍ୟରେ ଖୁବ୍‌ଶୀଘ୍ର ମୁକ୍ତ ବାଣିଜ୍ୟ ଚୁକ୍ତିନାମା ହେବ’: ପୂର୍ବତନ ବୈଦେଶିକ ସଚିବ

August 27, 2025

ବୈଷ୍ଣୋ ଦେବୀ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୩୨ କୁ ବୃଦ୍ଧି

August 27, 2025

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଆହାର କେନ୍ଦ୍ରର ଉଦଘାଟନ କାର୍ଯ୍ୟକ୍ରମ

August 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.