Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବେସାହାରାଙ୍କୁ ସାହା ହେଲା ସୋଆ, ବିଭିନ୍ନ ବସ୍ତିରେ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ
ଆଜିର ଖବର

ବେସାହାରାଙ୍କୁ ସାହା ହେଲା ସୋଆ, ବିଭିନ୍ନ ବସ୍ତିରେ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ

April 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କରୋନା ମହାମାରୀରେ କବଳିତ ବିଭିନ୍ନ ବସ୍ତିର ଗରିବ ବେସାହାରା ଲୋକଙ୍କୁ ସହଯୋଗ ଓ ସହାୟତା ଯୋଗାଇଛି ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ।

ଲକଡାଉନ ଯୋଗୁଁ ବସ୍ତିରେ ରହୁଥିବା ଗରିବ, ଦିନ ମଜୁରିଆ ଓ ଶ୍ରମିକ ଶ୍ରେଣୀର ଲୋକଙ୍କ ରୋଜଗାର ବନ୍ଦ ହୋଇଯାଇଛି। ଏଭଳି ଅସମୟରେ ସେମାନଙ୍କୁ ସହାୟତା କରିବାକୁ ଆଗେଇ ଆସିଛି ସୋଆର ଜାଗୋ ଏବଂ ଏନଏସଏସ ଶାଖା। ସ୍ବେଚ୍ଛାସେବୀ ମାନେ ବିଭିନ୍ନ ବସ୍ତିରେ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ କରିଛନ୍ତି। ଖଣ୍ଡଗିରି ଓ ଘଟିକିଆ ଅଂଚଳ ଅନ୍ତର୍ଗତ ୱାର୍ଡ ନମ୍ବର 22 ର ହନୁମନ୍ତ ପ୍ରସାଦ ଓ ମା ତାରିଣୀ ବସ୍ତି, ୱାର୍ଡ ନମ୍ବର 23 ର ଚାଳସାହି, ଉଦୟଗିରି ବସଷ୍ଟାଣ୍ଡ, ଶାରଦାପଲି ବସ୍ତି, ଦୁର୍ଗାମାଧବ ବସ୍ତି ଓ ଶଙ୍କରେଶ୍ୱର ବସ୍ତି ଏବଂ ୱାର୍ଡ ନମ୍ବର 49 ର ଫୁଲେଶ୍ଵରୀ ଓ ଆଇଗିଣିଆ ବସ୍ତିରେ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ କରାଯାଇଛି।

ସୋଆ ନିର୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ଛାତ୍ରମଙ୍ଗଳ ଡିନ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ବରିଷ୍ଠ ଅଧିକାରୀ ଶ୍ରୀ ସୁଧାଂଶୁ ପଟ୍ଟନାୟକ ଓ ଏନଏସଏସ କୋଅରଡିନେଟର ଡକ୍ଟର ନଚିକେତା ଶର୍ମା ପ୍ରମୁଖ ଏହି ବଣ୍ଟନ କାର୍ଯ୍ୟ ପରିଚାଳନା କରିଥିଲେ। ଏହି ବଣ୍ଟନ କାର୍ଯ୍ୟରେ 22 ନମ୍ବର ୱାର୍ଡର କର୍ପୋରେଟର ଶ୍ରୀ ହରେକୃଷ୍ଣ ନାୟକ, 23 ନମ୍ବର ୱାର୍ଡର କର୍ପୋରେଟର ଶ୍ରୀ ଦିଲୀପ ମାଝୀ ଓ 49 ନମ୍ବର ୱାର୍ଡର କର୍ପୋରେଟର ଶ୍ରୀ ଅଶ୍ୱିନୀ ସୁନ୍ଦରରାଏ ପ୍ରମୁଖ ସହଯୋଗ କରିଥିଲେ।

bhubaneswar distribute poor soa
Share. Facebook Twitter LinkedIn Email WhatsApp Copy Link

Related Posts

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026
Latest News

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.