Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମୁକାବିଲା ପାଇଁ 46 କୋଟି ପ୍ରଦାନ କଲେ ଫ୍ଲିପ୍‌କାର୍ଟ ଓ ଓ୍ବାଲମାର୍ଟ
ଆଜିର ଖବର

କରୋନା ମୁକାବିଲା ପାଇଁ 46 କୋଟି ପ୍ରଦାନ କଲେ ଫ୍ଲିପ୍‌କାର୍ଟ ଓ ଓ୍ବାଲମାର୍ଟ

April 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : କରୋନା ମୁକାବିଲା ପାଇଁ ଫ୍ଲିପ୍‌କାର୍ଟ ଏବଂ ଓ୍ବାଲମାର୍ଟ ସହାୟତାର ହାତ ବଢାଇଛନ୍ତି । ଉଭୟ କମ୍ପାନୀ ମିଳିତ ଭାବରେ କରୋନା ମୁକାବିଲା ପାଇଁ 46 କୋଟି ଟଙ୍କାର ସହାୟତା ପ୍ରଦାନ କରିଛନ୍ତି । ଉଭୟ କମ୍ପାନୀ ପକ୍ଷରୁ 38.3 କୋଟି ଟଙ୍କା ବ୍ୟକ୍ତିଗତ ସୁରକ୍ଷା ଉପକରଣ ପାଇଁ ମଞ୍ଜୁର କରାଯାଇଥିବା ବେଳେ ବଳକା ଅର୍ଥ ଏନ୍‌ଜିଓକୁ ପ୍ରଦାନ କରାଯିବ । ବିଭିନ୍ନ ସ୍ବାସ୍ଥ୍ୟ କର୍ମୀଙ୍କ ପାଇଁ ବ୍ୟକ୍ତିଗତ ସ୍ବାସ୍ଥ୍ୟ ଉପକରଣ ପାଇଁ 38.3 କୋଟି ଟଙ୍କା ପ୍ରଦାନ କରାଯାଇଛି । ଏହା ସହିତ ଗୁଞ୍ଜ ଏବଂ ଶ୍ରୀଜନ ଫାଉଣ୍ଡେସନ୍‌ ନାମକ ଏକ ଏନ୍‌ଜିଓକୁ ବଳକା 7.7 କୋଟି ଟଙ୍କା ପ୍ରଦାନ କରାଯାଇଛି । ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ମଞ୍ଜୁର ଅର୍ଥରେ 3 ଲକ୍ଷ ଏନ୍‌ 95 ମାସ୍କ ଏବଂ 1 ଲକ୍ଷ ମେଡିକାଲ୍‌ ଗାଉନ୍‌ ପ୍ରଦାନ କରାଯିବ । (ଏଜେନ୍ସି)

flipkart
Share. Facebook Twitter LinkedIn Email WhatsApp Copy Link

Related Posts

CJP ର ୟୁ-ଟର୍ନ!: ଏବେ ସରକାରଙ୍କ ସହିତ ଆଲୋଚନାକୁ ନାଁ

July 23, 2026

ଦିଲ୍ଲୀ ପ୍ରତିବାଦରେ ବିଦେଶୀ ପାଣ୍ଠି?: ଆବେଦନ ଉପରେ ତୁରନ୍ତ ଶୁଣାଣି ପାଇଁ ହାଇକୋର୍ଟ ରାଜି

July 23, 2026

ଭାରତରେ ଛାତ୍ର ପ୍ରତିବାଦ: ବିବାଦ ସୃଷ୍ଟି କଲା ଦାନିଶ କାନେରିଆଙ୍କ ମନ୍ତବ୍ୟ

July 23, 2026

ଫ୍ୟାନକୋଡ୍ ଆପ୍‌ରେ ଷ୍ଟ୍ରିମିଂ ହେବ ଭାରତ-ଜିମ୍ବାୱେ ଟି-୨୦ ମ୍ୟାଚ୍: ଜାଣନ୍ତୁ କେତେ ଖର୍ଚ୍ଚ ହେବ?

July 23, 2026
Latest News

CJP ର ୟୁ-ଟର୍ନ!: ଏବେ ସରକାରଙ୍କ ସହିତ ଆଲୋଚନାକୁ ନାଁ

July 23, 2026

ଦିଲ୍ଲୀ ପ୍ରତିବାଦରେ ବିଦେଶୀ ପାଣ୍ଠି?: ଆବେଦନ ଉପରେ ତୁରନ୍ତ ଶୁଣାଣି ପାଇଁ ହାଇକୋର୍ଟ ରାଜି

July 23, 2026

ଭାରତରେ ଛାତ୍ର ପ୍ରତିବାଦ: ବିବାଦ ସୃଷ୍ଟି କଲା ଦାନିଶ କାନେରିଆଙ୍କ ମନ୍ତବ୍ୟ

July 23, 2026

ଫ୍ୟାନକୋଡ୍ ଆପ୍‌ରେ ଷ୍ଟ୍ରିମିଂ ହେବ ଭାରତ-ଜିମ୍ବାୱେ ଟି-୨୦ ମ୍ୟାଚ୍: ଜାଣନ୍ତୁ କେତେ ଖର୍ଚ୍ଚ ହେବ?

July 23, 2026

CJP ପ୍ରତିବାଦ ମଧ୍ୟରେ ଅଖିଳେଶ ଏବଂ ରାହୁଲଙ୍କୁ କଡ଼ା ବାର୍ତ୍ତା ଦେଲେ ମାୟାବତୀ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.