Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କାଶ୍ମୀରରେ 3 ସିଆରପିଏଫ୍‌ ଯବାନ ଶହୀଦ
ଆଜିର ଖବର

ଜମ୍ମୁ କାଶ୍ମୀରରେ 3 ସିଆରପିଏଫ୍‌ ଯବାନ ଶହୀଦ

April 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୋପୋର : ଜମ୍ମୁ କାଶ୍ମୀରରେ ଏକ ଆତଙ୍କବାଦୀ ଆକ୍ରମଣରେ ତିନି ସିଆରପିଏଫ୍‌ ଯବାନ ପ୍ରାଣ ହରାଇଛନ୍ତି । ସୋପୋର୍‌ରେ ଶନିବାର ଅପରାହ୍ନରେ ଏହି ଆକ୍ରମଣ ଘଟିଥିଲା । ଦକ୍ଷିଣ କାଶ୍ମୀରର ବାରାମୂଲ୍ଲା ସ୍ଥିତ ସୋପୋର୍‌ରେ ଏହି ଆକ୍ରମଣ ସଙ୍ଗଠିତ ହୋଇଥିଲା । ଜମ୍ମୁ କାଶ୍ମୀର ପୋଲିସ୍‌ ଏବଂ ସିଆରପିଏଫ୍‌ ପକ୍ଷରୁ ସର୍ଚ୍ଚ ଅପରେସନ୍‌ କରାଯାଉଥିବା ସମୟରେ ନୁରବାଗ ନିକଟରେ ଆତଙ୍କୀ ମାନେ ଅତର୍କିତ ଆକ୍ରମଣ କରିଥିଲେ । ତିନି ଯବାନଙ୍କ ପ୍ରାଣହାନି ଘଟିଥିବା ବେଳେ ଅନ୍ୟ ଜଣେ ଯବାନ ଗୁରୁତର ଆହତ ହୋଇଛନ୍ତି । ଏହି ଘଟଣା ପରେ ସୁରକ୍ଷା ବଳଙ୍କ ପକ୍ଷରୁ ଏକ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରାଯାଇଛି । (ଏଜେନ୍ସି)

army terrorist
Share. Facebook Twitter LinkedIn Email WhatsApp Copy Link

Related Posts

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026
Latest News

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.