Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଭିନ୍ନ ବିଭାଗ ପାଇଁ ଗାଇଡ୍‌ ଲାଇନ ଜାରି : କାଲିଠୁ ଅଫିସ୍‌ ଆସିବେ ସମସ୍ତ ଗ୍ରୁପ୍‌ ‘ଏ’ ଅଧିକାରୀ
ଆଜିର ଖବର

ବିଭିନ୍ନ ବିଭାଗ ପାଇଁ ଗାଇଡ୍‌ ଲାଇନ ଜାରି : କାଲିଠୁ ଅଫିସ୍‌ ଆସିବେ ସମସ୍ତ ଗ୍ରୁପ୍‌ ‘ଏ’ ଅଧିକାରୀ

April 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ବିଭାଗ ତରଫରୁ ଆଜି ନିର୍ଦ୍ଦେଶନାମା ଜାରି କରାଯାଇଛି । କୋଡିଏ ତାରିଖରୁ ଅଫିସ୍‌ର କାର୍ଯ୍ୟ ପରିଚାଳନା ଲାଗି ନିର୍ଦ୍ଦେଶନାମା ଦିଆଯାଇଛି । ଜିଲ୍ଲାପାଳ, ଉପଜିଲ୍ଲାପାଳ, ଆରଡିସି, ତହସିଲ, ଆର.ଆଇ ଅଫିସ ଆସିବେ ଶତ ପ୍ରତିଶତ କର୍ମଚାରୀ । କାଲିଠୁ ସମସ୍ତ ଗ୍ରୁପ୍‌ ‘ଏ’ ଅଧିକାରୀ ଅଫିସ୍‌ ଆସିବେ । 9ଟି ଜିଲ୍ଲାର 33 ପ୍ରତିଶତ କର୍ମଚାରୀ ରୋଷ୍ଟର ଭିତ୍ତିରେ କାର୍ଯ୍ୟ କରିବେ ବୋଲି ନିର୍ଦ୍ଦେଶନାମା ଜାରି କରାଯାଇଛି ।

ତେବେ 9ଟି ଜିଲ୍ଲାଗୁଡିକ ମଧ୍ୟରେ ରହିଛି ଖୋର୍ଦ୍ଧା, କଟକ, ସୁନ୍ଦରଗଡ, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, କଳାହାଣ୍ଡି, ଢେଙ୍କାନାଳ ଓ ଯାଜପୁର ଜିଲ୍ଲା । ଗ୍ରୁପ୍‌ ବି, ସି ଏବଂ ଡିର 33% କର୍ମଚାରୀ ରୋଷ୍ଟର ଭିତ୍ତିରେ କାମ କରିବେ । 20ରୁ ସମସ୍ତ ଷ୍ଟାମ୍ପ୍‌ ଭେଣ୍ଡରଙ୍କୁ କାର୍ଯ୍ୟକ୍ଷମ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ନିର୍ମାଣ କାର୍ଯ୍ୟ ପାଇଁ ବାଲିଘାଟ, କ୍ରସର ୟୁନିଟ୍ ଓ କ୍ୱାରି ଗୁଡିକ ମଧ୍ୟ କାର୍ଯ୍ୟକ୍ଷମ କରାଯିବ। ତେବେ ଏସବୁ ସ୍ଥାନରେ ସାମାଜିକ ଦୂରତା କଟକଣା ମାନିବାକୁ ନିର୍ଦ୍ଦେଶ ରହିଛି ।

guidline
Share. Facebook Twitter LinkedIn Email WhatsApp Copy Link

Related Posts

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ମଧୁମେହ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

May 4, 2026
Latest News

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ପଶ୍ଚିମବଙ୍ଗରେ ପରାଜୟ ସ୍ୱୀକାର କଲା ଟିଏମସି: ତଥାପି ଗଣତି ପ୍ରକ୍ରିୟା ଉପରେ ଆଣିଲା ଗୁରୁତର ଅଭିଯୋଗ

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.