Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଚୁଣୀର କଉଡିଖଣି ଛକ ନିକଟରେ ଦୁର୍ଘଟଣା: ଓଲଟିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର୍‌
ଆଜିର ଖବର

ନାଚୁଣୀର କଉଡିଖଣି ଛକ ନିକଟରେ ଦୁର୍ଘଟଣା: ଓଲଟିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର୍‌

April 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଛକ ନିକଟରେ ଏକ ଗ୍ୟାସ୍‌ ଟ୍ୟାଙ୍କର୍‌ ଓଲଟି ପଡିଛି। ଟ୍ୟାଙ୍କରଟି ବିଶାଖାପାଟଣାରୁ ଖୋର୍ଦ୍ଧା ବିପିସିଏଲ୍‌ ଯାଉଥିବା ସମୟରେ ଏପରି ଅଭାବନୀୟ ଅଘଟଣା ଘଟିଯାଇଛି। ଭାରସାମ୍ୟ ହରାଇ ଗ୍ୟାସ ଟ୍ୟାଙ୍କରଟି ଓଲଟି ପଡିଥିବାର ଜଣାପଡିଛି। ନାଚୁଣୀର କଉଡିଖଣି ଛକଠାରେ ଗ୍ୟାସ୍‌ ଟ୍ୟାଙ୍କରଟି ଓଲଟି ପଡିଥିଲା। ଗ୍ୟାସ୍‌ ଟ୍ୟାଙ୍କର୍‌ଟି ଓଲଟି ପଡ଼ିଥିବାରୁ ଖୋର୍ଦ୍ଧା ଏସ୍‌ପି ଅଜେୟ ପ୍ରତାପ ସ୍ବାଇଁଙ୍କୁ ନାଚୁଣୀ ଫାଣ୍ଡି ଅଧିକାରୀ ଉମାକାନ୍ତ ସାହୁ ସୂଚିତ କରିଥିଲେ।

ଏହାପରେ ବିପିସିଏଲ୍‌ଙ୍କୁ ଏନେଇ ସୂଚନା ଦିଆଯାଇଥିଲା। ବିପିଏସ୍‌ଏଲ୍‌ ତରଫରୁ ଟେକ୍ନସିଆନ୍‌ ପହଞ୍ଚି ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌ ହେଉଛି କି ନାହିଁ ତାହା ପରୀକ୍ଷା କରାଯାଇଥିଲା। ଗ୍ୟାସ୍‌ ଲିକ୍‌ ହେଉନଥିବାର ଜଣାପଡିବା ପରେ ତିନୋଟି କ୍ରେନ୍‌ ସାହାଯ୍ୟରେ ଏହି ଟ୍ୟାଙ୍କରକୁ ଉଠାଇବାର ବ୍ୟବସ୍ଥା କରାଯାଇଛି।  ଘଟଣାସ୍ଥଳରେ ବାଣପୁର ତହସିଲଦାର ମନ୍ମଥ ବେହେରା, ଏସ୍‌ଡିପିଓ ସୁରେଶ ଦାସ, ଆଇଆଇସି ସଞ୍ଜୟ ପଟ୍ଟନାୟକ, ନାଚୁଣୀ ଫାଣ୍ଡି ଅଧିକାରୀ ଉମାକାନ୍ତ ସାହୁ ପ୍ରମୁଖ ଉପସ୍ଥିତ ରହି ଘଟଣାର ତଦାରଖ କରୁଛନ୍ତି।

accident nachuni
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.