Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇନ ଭାଙ୍ଗିଲେ ଆଇଆଇସି : ପରିବାର ସହ ମହାପ୍ରଭୁଙ୍କ ଦର୍ଶନ କଲେ
ଆଜିର ଖବର

ଆଇନ ଭାଙ୍ଗିଲେ ଆଇଆଇସି : ପରିବାର ସହ ମହାପ୍ରଭୁଙ୍କ ଦର୍ଶନ କଲେ

April 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ : କରୋନା ଯୋଗୁଁ ସାରା ଦେଶରେ ଲକ୍‌ଡାଉନ୍‌ । ରାଜ୍ୟରେ ବି ଲକ୍‌ଡାଉନ୍‌କୁ ବେଶ୍‌ କଡାକଡି କରାଯାଇଛି । ଉଲ୍ଲଂଘନକାରୀଙ୍କୁ ଦଣ୍ଡ ଦିଆଯାଉଛି । ଏହି ଲକ୍‌ ଡାଉନ୍‌ ସମୟରେ ମନ୍ଦିର ତଥା ଅନ୍ୟାନ୍ୟ ଧାର୍ମିକ ସ୍ଥଳ ପରିଦର୍ଶନକୁ ବାରଣ କରାଯାଇଛି । କିନ୍ତୁ ପୁରୀରେ ଆଜି ଜଣେ ପୋଲିସ୍‌ ଅଧିକାରୀ ନିଜ ପରିବାର ସହ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିରରେ ପୋଲିସ୍‌ ବାବୁ କରୋନା କଟକଣା ଉଲ୍ଲଂଘନ କରିଥିବାର ଅଭିଯୋଗ ହୋଇଛି । ପରିବାର ସହ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଯାଜପୁର ବଡଚଣା ଆଇଆଇସି । ଦକ୍ଷିଣ ଦ୍ବାର ଦେଇ ଶ୍ରୀମନ୍ଦିର ଭିତରେ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। କରୋନା ପାଇଁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଥିବା ସତ୍ତ୍ବେ ଦର୍ଶନ ଅଭିଯୋଗ ହୋଇଛି। ସିଂହଦ୍ବାର ଥାନାରେ ହାବିଲ୍‌ଦାରଙ୍କ ଏତଲା କ୍ରମେ ମାମଲା ରୁଜୁ ହୋଇଛି । ଥାନାରେ ମାମଲା ରୁଜୁ  ହେବା ନେଇ ସିଂହଦ୍ବାରା ଥାନା ଆଇଆଇସି ସୂଚନା ଦେଇଛନ୍ତି । ରାଜ୍ୟରେ ଲକ୍‌ ଡାଉନ୍‌ ପାଇଁ ନିୟମ ବେଶ୍‌ କଡାକଡି କରାଯାଇଥିବାବେଳ ଜଣେ ଆଇନ୍‌ ରକ୍ଷକ ହୋଇ ଆଇନ୍‌ର ଉଲ୍ଲଂଘନ କରିଥିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି ।

Lockdown
Share. Facebook Twitter LinkedIn Email WhatsApp Copy Link

Related Posts

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ମଧୁମେହ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

May 4, 2026
Latest News

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ପଶ୍ଚିମବଙ୍ଗରେ ପରାଜୟ ସ୍ୱୀକାର କଲା ଟିଏମସି: ତଥାପି ଗଣତି ପ୍ରକ୍ରିୟା ଉପରେ ଆଣିଲା ଗୁରୁତର ଅଭିଯୋଗ

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.