Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଶ୍ନପତ୍ର ବିଭ୍ରାଟ ପରେ ଉଭାନ୍‌ ହେଲା ଓଏମ୍‌ଆର୍‌ ସିଟ୍‌
ଆଜିର ଖବର

ପ୍ରଶ୍ନପତ୍ର ବିଭ୍ରାଟ ପରେ ଉଭାନ୍‌ ହେଲା ଓଏମ୍‌ଆର୍‌ ସିଟ୍‌

March 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
around108 omr sheets goes missing in malkangiri
around108 omr sheets goes missing in malkangiri

ଓଡ଼ିଶା ସରକାରଙ୍କ ମୁଣ୍ଡବ୍ୟାଥାର କାରଣ ପାଲଟିଛି ମାଟ୍ରିକ୍‌ ପ୍ରଶ୍ନପତ୍ର ଭାଇରାଲ୍‌ । ସ୍ଵଚ୍ଛ ଓ ସଂସ୍କାରମୂଳକ ପଦକ୍ଷେପ ନେଇ ମାଟ୍ରିକ୍‌ ପରୀକ୍ଷା ପରିଚାଳିତ କରିବାକୁ ସରକାରଙ୍କ ତରଫରୁ ଅନେକ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିବାବେଳେ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ଦିନରୁ ପ୍ରଶ୍ନପତ୍ର ଭାଇରାଲ୍‌ ହୋଇ ଶିକ୍ଷାବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରିଛି । ଗତକାଲି ଗଣିତ ପ୍ରଶ୍ନପତ୍ରର ‘ସେଟ୍‌ ଡି’ ଭାଇରାଲ୍ ହୋଇଥିଲା। ପରୀକ୍ଷା ଚାଲିଥିଲା ବେଳେ ବଲାଙ୍ଗିର ଓ କଳାହାଣ୍ଡିରେ ଗଣିତ ପ୍ରଶ୍ନପତ୍ର ଭାଇରାଲ୍ ହୋଇଥିଲା। ଏହି ଘଟଣାରେ ୩ ଜଣଙ୍କୁ ସସ୍‌ପେଣ୍ଡ୍ କରାଯାଇଥିବାବେଳେ ସେମାନଙ୍କୁ ଗିରଫ ମଧ୍ୟ କରାଯାଇଥିଲା। ପ୍ରଶ୍ନପତ୍ର ଭାଇରାଲ୍‌ ପରେ ପରେ ଓଏମ୍‌ଆର୍‌ ସିଟ୍‌ ଉଭାନ ହେବା ଘଟଣା ଶିକ୍ଷାବ୍ୟବସ୍ଥାକୁ ଆହୁରି ହରଡ଼ଘଣାରେ ପକାଇଛି । ମିଳିଥିବା ସୂଚନା ଅନୁସାରେ ମାଲକାନଗିରି ପଡ଼ିଆ ହାଇସ୍ସ୍କୁଲରୁ ଗଣିତ ଓଏମ୍‌ଆର୍‌ର ୧୦୮ଟି ସିଟ୍‌ ଉଭାନ୍‌ ହୋଇଛି । ଏ କଥା ଜଣାପଡ଼ିବା ପରେ ସ୍କୁଲ୍ କର୍ତ୍ତୃପକ୍ଷ ପଡ଼ିଆ ଥାନାରେ ଏତଲା ଦେଇଛନ୍ତି। ପରୀକ୍ଷା କେନ୍ଦ୍ରରୁ କିପରି ଓଏମ୍‌ଆର୍‌ ସିଟ୍ ଗାଏବ ହେଲା, ସେ ନେଇ ଖୋଳତାଡ଼ ଆରମ୍ଭ କରିଛି ପୁଲିସ୍‌। ପରୀକ୍ଷା ଦାୟିତ୍ୱରେ ଥିବା ଶିକ୍ଷକମାନଙ୍କୁ ପଚରାଉଚରା କରାଯାଉଛି।

missing thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

‘ପ୍ରହାର-ସିଟି ନୀତି ଏବଂ ରଣନୀତି’ ଉପରେ ଏକ ସମ୍ମିଳନୀକୁ ଉଦଘାଟନ କଲେ ଅମିତ ଶାହ

September 29, 2026

‘ଇଣ୍ଡିଆ ଏନର୍ଜି ୱିକ୍ ୨୦୨୭’ ର ପ୍ରାରମ୍ଭିକ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026

ମାଡ଼ି ଆସୁଛି ବନ୍ୟାଜଳ, ମହାନଦୀ ଦେଖାଉଛି କରାଳ ରୂପ

September 28, 2026
Latest News

‘ପ୍ରହାର-ସିଟି ନୀତି ଏବଂ ରଣନୀତି’ ଉପରେ ଏକ ସମ୍ମିଳନୀକୁ ଉଦଘାଟନ କଲେ ଅମିତ ଶାହ

September 29, 2026

‘ଇଣ୍ଡିଆ ଏନର୍ଜି ୱିକ୍ ୨୦୨୭’ ର ପ୍ରାରମ୍ଭିକ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026

MMDR Act କୁ ବିରୋଧ କରି ରାଜ ରାସ୍ତାରେ ଗର୍ଜ୍ଜନ କଲା ବିଜେଡି, ଯୋଗ ଦେଲେ ନବୀନ

September 28, 2026

ମାଡ଼ି ଆସୁଛି ବନ୍ୟାଜଳ, ମହାନଦୀ ଦେଖାଉଛି କରାଳ ରୂପ

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.