Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତଠାରୁ ଅଧିକ ଟିକସ ଆଦାୟ କରାଯିବ : ଟ୍ରମ୍ପ୍‌
ଆଜିର ଖବର

ଭାରତଠାରୁ ଅଧିକ ଟିକସ ଆଦାୟ କରାଯିବ : ଟ୍ରମ୍ପ୍‌

March 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
India a very high tariff nations, would charge reciprocal tax : Trump
India a very high tariff nations, would charge reciprocal tax : Trump

ମେରିଲାଣ୍ଡଠାରେ ଅନୁଷ୍ଠିତ ଚାରିଦିବସୀୟ ବାର୍ଷିକ କନଜରଭେଟିଭ୍‌ ପଲଟିକାଲ୍‌ ଆକ୍ସନ ସମ୍ମିଳନୀରେ ଯୋଗଦେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି ଯେ, ଏଣିକି ଭାରତ ଉପରେ ଅଧିକ ଟିକସ ଆଦାୟ କରାଯିବ । ଏହି ସମ୍ମିଳନୀରେ ଟ୍ରମ୍ପ୍‌ ଭାରତ ତଥା ଅନ୍ୟାନ୍ୟ ଦେଶ ସହ ରହିଥିବା ଘରୋଇ ଏବଂ ଦ୍ଵିପାକ୍ଷିକ ସମ୍ପର୍କ ଉପରେ ଆଲୋଚନା କରିଥିଲେ । ଏହି ବୈଠକରେ ଟ୍ରମ୍ପ୍‌ କହିଛନ୍ତି ଯେ, ଭାରତ ହେଉଛି ଅଧିକ ଶୁଳ୍କ ଅସୁଲ କରୁଥିବା ରାଷ୍ଟ୍ର । ଭାରତ ଆମେରିକୀୟ ସାମଗ୍ରୀ ଉପରେ ବହୁ ପରିମାଣର ଟିକସ ଲଗାଉଛି । ତେଣୁ ଆମେରିକା ମଧ୍ୟ ପାରସ୍ପରିକ ଟିକସ ଚାହୁଁଛି । ତେଣୁ ଭାରତୀୟ ସାମଗ୍ରୀ ଉପରେ ଅଧିକ ଟିକସ ଆଦାୟ କରିବାକୁ ଯୋଜନା କରାଯାଉଛି । ତେବେ ଭାରତ ଉପରେ ୨୫ ପ୍ରତିଶତ ପାରସ୍ପରିକ ଟିକସ ଲାଗୁ କରିବାକୁ ନିଷ୍ପତ୍ତି ନିଆଯାଇଥିବାର ଟ୍ରମ୍ପ୍‌ କହିଛନ୍ତି ।

 

tax thesamikhsya trump
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026

ରେଳ ସୁରକ୍ଷା କମିଶନରଙ୍କ ଦ୍ୱାରା ପୁରୁଣାକଟକ-ଚାରିଛକ ମଧ୍ୟରେ ନୂତନ ରେଳ ଲାଇନ୍ କାର୍ଯ୍ୟ ନିରୀକ୍ଷଣ

September 30, 2026
Latest News

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.