Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଡମ୍ବା ବନଖଣ୍ଡରେ ପ୍ରାଣ ହରାଇଲା ହାତୀଛୁଆ
ଆଜିର ଖବର

ବଡମ୍ବା ବନଖଣ୍ଡରେ ପ୍ରାଣ ହରାଇଲା ହାତୀଛୁଆ

April 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚନ୍ଦ୍ରକାନ୍ତି ବୌଦ୍ଧ

ନରସିଂହପୁର: କଟକ ଜିଲ୍ଲା ବଡମ୍ବା ବନଖଣ୍ଡ ଅନ୍ତର୍ଗତ ଗୁରୁଡିପାଳ ଗ୍ରାମ ନିକଟରେ ବିଗତ ନଅ ଦିନଧରି ଅସୁସ୍ଥ ଥିବା ହାତୀ ଛୁଆର ମୃତ୍ୟୁ ହୋଇଯାଇଛି। ପ୍ରାୟ ନଅ ଦିନ ହେବ ହାତୀ ଛୁଆଟି ଅସୁସ୍ଥ ହୋଇ ଗୁରୁଡିପାଳ ଗ୍ରାମ ନିକଟରେ ପଡି ରହିଥିବା ବେଳେ ଛୁଆଟିକୁ ସୁସ୍ଥ କରିବା ପାଇଁ ବନବିଭାଗ ତରଫରୁ ନିଆଯାଇଥିବା ସମସ୍ତ ପ୍ରକାର ଚେଷ୍ଟା ବିଫଳ ହୋଇଛି। ହାତୀ ଛୁଆଟିର ପାଟିରେ କିଛି କ୍ଷତ ହୋଇଥିବା ଅନୁମାନ କରାଯାଉଛି। ବଡମ୍ବା ବନଖଣ୍ଡ ଅଂଚଳରେ ଆଗରୁ ଅନେକ ହାତୀ ମୃତ୍ୟୁ ବରଣ କରିଥିବା ବେଳେ ଏହା ବନ ବିଭାଗର ଅବହେଳା ପ୍ରମାଣିତ କରୁଛି । ବନ ବିଭାଗ ହାତୀଙ୍କ ସୁରକ୍ଷା ପାଇଁ କେତେ ତତ୍ପର ତାହା ମଧ୍ୟ ସ୍ପଷ୍ଟ ଅନୁମେୟ। ହାତୀ ଛୁଆଟିର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଶବ ବ୍ୟବେଚ୍ଛେଦ ରିପୋର୍ଟ ଆସିଲେ ପ୍ରକୃତ କାରଣ ଜଣାପଡିବ ବୋଲି କୁହାଯାଉଛି ।

ନରସିଂହପୁର ହାତୀ ଛୁଆ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026

ଆଜି ମାର୍ଚ୍ଚ ୧୦ ତାରିଖ ମଙ୍ଗଳବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

March 10, 2026

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026
Latest News

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026

ଆଜି ମାର୍ଚ୍ଚ ୧୦ ତାରିଖ ମଙ୍ଗଳବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

March 10, 2026

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଇଶାନ କିଶାନଙ୍କୁ କେତେ ପୁରସ୍କାର ରାଶି ମିଳିଥିଲା?: ଜାଣନ୍ତୁ….

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.