Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରହ୍ମପୁର ଗସ୍ତରେ ନବୀନ : ୧୨ଟି ପ୍ରକଳ୍ପର ଶିଳାନ୍ୟାସ ଓ ୬ଟି ପ୍ରକଳ୍ପର ଉଦ୍‌ଘାଟନ
ଆଜିର ଖବର

ବ୍ରହ୍ମପୁର ଗସ୍ତରେ ନବୀନ : ୧୨ଟି ପ୍ରକଳ୍ପର ଶିଳାନ୍ୟାସ ଓ ୬ଟି ପ୍ରକଳ୍ପର ଉଦ୍‌ଘାଟନ

March 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
naveen pattanaik laying foundation
naveen pattanaik laying foundation

ଆଜି ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ଗ୍ରସ୍ତ କରିଛନ୍ତି । ଏହି ଗ୍ରସ୍ତ ଅବସରରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି । ଖଲ୍ଲିକୋଟ ଷ୍ଟାଡିୟମ୍‌ଠାରେ ୪୮୮ କୋଟି ୭୬ ଲକ୍ଷ ଟଙ୍କାରେ ନିର୍ମିତ ଜାନିବିଲି –ବ୍ରହ୍ମପୁର ବୃହତ ଜଳଯୋଗାଣ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଲୋର୍କାପଣ କରିଛନ୍ତି । ଏହା ସହ ୧୨ଟି ପ୍ରକଳ୍ପର ଶିଳାନ୍ୟାସ ଓ ୬ଟି ପ୍ରକଳ୍ପର ଉଦ୍‌ଘାଟନ ମଧ୍ୟ କରିଛନ୍ତି । ଏଠାରେ ଆୟୋଜିତ ଜନସମାବେଶକୁ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ ରାଜ୍ୟର ସମସ୍ତ ପୌର କର୍ମଚାରୀମାନଙ୍କୁ ସପ୍ତମ ବେତନ କମିଶନଙ୍କ ସୁପାରିଶ୍‌ ଅନୁସାରେ ଦରମା ମିଳିବ ବୋଲି କହିଛନ୍ତି । ଏହାଛଡ଼ା ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ୧୧୪ଟି ସହରାଞ୍ଚଳ ପାଇଁ ସ୍ମାର୍ଟ ପାର୍କ, ଆଦର୍ଶ ଶ୍ମଶାନ ନିର୍ମାଣ ଓ ଉନ୍ନତିକରଣ କାର୍ଯ୍ୟର ମଧ୍ୟ ଶିଳାନ୍ୟାସ କରିଛନ୍ତି ।

naveenpttanaik thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ର ହେବ ପୁନଃଉଦ୍ଧାର, ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

February 6, 2026

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026

ମୁନିଗୁଡାଠାରେ ‘ସମ୍ପୂର୍ଣ୍ଣତା ଅଭିଯାନ ୨.୦ ଉଦ୍ଘାଟିତ

February 6, 2026

ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

February 6, 2026
Latest News

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ପିଲାଙ୍କ ସହ ଦେଖିଲେ ମୁଖ୍ୟମନ୍ତ୍ରୀ

February 6, 2026

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ର ହେବ ପୁନଃଉଦ୍ଧାର, ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

February 6, 2026

ହୋଲି ଅବସରରେ ଯାତ୍ରୀଙ୍କ ସୁଗମ ପରିବହନ ପାଇଁ ରେକର୍ଡ ସଂଖ୍ୟକ ସ୍ୱତନ୍ତ୍ର ଟ୍ରେନ

February 6, 2026

ଏକ ହିନ୍ଦୀ ଫିଚର ଫିଲ୍ମ ପ୍ରିମିୟର ଦେଖି ଭାବ ବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ, କଲେ ଟାକ୍ସ ଫ୍ରି ଘୋଷଣା

February 6, 2026

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.