Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମୟ ନିର୍ଘଣ୍ଟକୁ ନେଇ ରାଜ୍ୟସରକାରଙ୍କ ସାନି ନିର୍ଦ୍ଦେଶନାମା: ଜୁନ୍‌ 15 ପର୍ଯ୍ୟନ୍ତ ସକାଳୁଆ ଅଫିସ୍‌
ଆଜିର ଖବର

ସମୟ ନିର୍ଘଣ୍ଟକୁ ନେଇ ରାଜ୍ୟସରକାରଙ୍କ ସାନି ନିର୍ଦ୍ଦେଶନାମା: ଜୁନ୍‌ 15 ପର୍ଯ୍ୟନ୍ତ ସକାଳୁଆ ଅଫିସ୍‌

April 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :କରୋନା ପାଇଁ  ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ହୋଇଥିବା ସମୟରେ ସରକାରୀ ଅଫିସ୍‌ରେ କାର୍ଯ୍ୟ କରିବାର ସମୟ ନିର୍ଘଣ୍ଟକୁ ନେଇ ରାଜ୍ୟସରକାର ସାନି ନିର୍ଦ୍ଦେଶନାମା ଜାରି କରିଛନ୍ତି । ପୂର୍ବ ବର୍ଷ ଭଳି ଏପ୍ରିଲ୍‌ 10ରୁ ଜୁନ୍ 15 ତାରିଖ ପର୍ଯ୍ୟନ୍ତ ସକାଳୁଆ ଅଫିସ୍‌ ଚାଲିବ ବୋଲି ନିର୍ଦ୍ଦେଶ ଦିଆଯାଇଛି ।

ଜିଲ୍ଲାସ୍ତରରେ ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ କୋର୍ଟଗୁଡ଼ିକର ଅଫିସ୍ ସମୟ ସକାଳ 7ଟାରୁ ଦିନ 1ଟା ପର୍ଯ୍ୟନ୍ତ ପାଳନ ନିମନ୍ତେ ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ଆଜି ପୁଣିଥରେ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ସରକାରଙ୍କ ସବୁ ଅଫିସ୍‌ ଓ ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ କୋର୍ଟ ସକାଳୁଆ ହେବ ବୋଲି ନିର୍ଦ୍ଦେଶ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Latest News

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ: ବିଶ୍ୱର ସର୍ବବୃହତ ଅର୍ଥନୀତି ହେବ ଭାରତ, ପଛରେ ପଡ଼ିବ ଆମେରିକା

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.