Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କନ୍ୟା ସୁମଙ୍ଗଳା ଯୋଜନାରେ ସବୁ ଝିଅଙ୍କୁ ସ୍ନାତକ ପର୍ଯ୍ୟନ୍ତ ମିଳିବି ୧୫ ହଜାର ଟଙ୍କା
ଆଜିର ଖବର

କନ୍ୟା ସୁମଙ୍ଗଳା ଯୋଜନାରେ ସବୁ ଝିଅଙ୍କୁ ସ୍ନାତକ ପର୍ଯ୍ୟନ୍ତ ମିଳିବି ୧୫ ହଜାର ଟଙ୍କା

March 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
up govt will provides 15000 rupees for families through kanyasumangalayojanakanyasumangalayojana
up govt will provides 15000 rupees for families through kanyasumangalayojanakanyasumangalayojana

ଉତ୍ତରପ୍ରଦେଶ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ‘କନ୍ୟା ସୁମଙ୍ଗଳା’ ଯୋଜନା ଲାଗୁ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇଛି । ଏହି ଯୋଜନା ଅନୁସାରେ ବାର୍ଷିକ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ କରୁଥିବା ପରିବାର ଝିଅକୁ ଜନ୍ମରୁ ସ୍ନାତକ ପର୍ଯ୍ୟନ୍ତ ପାଠ ପଢିବା ପାଇଁ ୫ଟି ପର୍ଯ୍ୟାୟରେ ୧୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ । ଏହି ଯୋଜନାରେ ହିତାଧିକାରୀଙ୍କୁ ପରିବାରର ଆୟ ସୀମା ୩ ଲକ୍ଷଟଙ୍କା ରଖାଯାଇଛି, ପୂର୍ବରୁ ଏହା ୧.୮୦ ଲକ୍ଷ ପର୍ଯ୍ୟନ୍ତ ରହିଥିଲା । ଏହି ଯୋଜନା ଅନୁସାରେ ୨୫ ହଜାର ଟଙ୍କା ଆୟ କରୁଥିବା ପରିବାରକୁ ମଧ୍ୟ ଏହି ଯୋଜନାର ଲାଭ ମିଳିପାରିବ । ହିତାଧୀକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଏହି ଯୋଜନାର ରାଶି ଜମା କରାଯିବ ।  କନ୍ୟା ଜନ୍ମ ସମୟରେ ୧୦୦୦ଟଙ୍କା, ଟୀକାକରା ପୂର୍ଣ୍ଣ ହେବା ପରେ ୨୦୦୦ଟଙ୍କା, ପ୍ରଥମ ଶ୍ରେଣୀରେ ପଢିଲାବେଳେ ୨୦୦୦ଟଙ୍କା, ଷଷ୍ଠ ଶ୍ରେଣୀରେ ୨୦୦୦ଟଙ୍କା, ନବ ଶ୍ରେଣୀରେ ୩୦୦୦ଟଙ୍କା,  ଦ୍ବାଦଶରୁ ଉତ୍ତୀର୍ଣ୍ଣ ହୋଇ ସ୍ନାତକ ପଢିବା ସମୟରେ ୫୦୦୦ଟଙ୍କା ମିଳିବ ବୋଲି ସୂଚନା ରହିଛି ।

thesmikhsya up
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026

ଅଗଷ୍ଟ ୧୫ରୁ ଶ୍ରୀଲଙ୍କା ସିରିଜ: ଜାଣନ୍ତୁ କେବେ ଘୋଷଣା ହେବେ ଟିମ୍ ଇଣ୍ଡିଆ?

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.