Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ରେକର୍ଡ ସଂଖ୍ୟକ ନମୁନା ପରୀକ୍ଷା କରାଯାଇଛି
ଆଜିର ଖବର

ରାଜ୍ୟରେ ରେକର୍ଡ ସଂଖ୍ୟକ ନମୁନା ପରୀକ୍ଷା କରାଯାଇଛି

April 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା ମୁକାବିଲା କରିବାରେ ରାଜ୍ୟସରକାର ଦୁଇ ପାଦ ଆଗରେ ରହୁଛନ୍ତି। କରୋନା ସଂକ୍ରମଣ ନିୟନ୍ତ୍ରଣ ହେଉ ଅଥବା କରୋନା ଯୋଦ୍ଧାଙ୍କୁ ସମ୍ମାନ ଦେବାରେ ଓଡ଼ିଶା ସରକାର ସବୁବେଳେ ଆଗରେ ରହୁଛନ୍ତି ।  କରୋନା ମ୍ୟାନଜେମେଣ୍ଟରେ କେନ୍ଦ୍ର ସରକାରଙ୍କଠୁ ସଫଳତା ମଧ୍ୟ ପାଇଛନ୍ତି । କରୋନା ଲଢେଇ ପାଇଁ ସରକାର ବିଶେଷ ପଦକ୍ଷେପମାନ ନେଉଛନ୍ତି । ଏହି କ୍ରମରେ ରାଜ୍ୟ ସରକାର ଅଧିକ ସଂଖ୍ୟକ ନମୁନା ପରୀକ୍ଷା ପାଇଁ ଗୁରୁତ୍ବ ଦେଉଛନ୍ତି ।  କାଲି ଗୋଟିଏ ଦିନରେ ରାଜ୍ୟରେ ରେକର୍ଡ ସଂଖ୍ୟକ ନମୁନା ପରୀକ୍ଷା କରାଯାଇଛି । କାଲି ଗୋଟିଏ ଦିନରେ 2027ଟି ଆରଟିପିସିଆର୍‌ (RTPCR) ନମୁନା ପରୀକ୍ଷା କରାଯାଇଛି । ଆରଏମ୍‌ଆରସିରେ 1234 ନମୁନା, ଏମସ୍‌ରେ 77ଟି ନମୁନା, ଏସିସିବି-378, ଏମ୍‌କେସିଜି -41, ଭୀମସାର-33ଟି ନମୁନା, ଆଇଏଲଏସ୍‌-192, ଆଇଜିଏଚ୍‌-51 ଓ ଆପୋଲରେ 21ଟି ନମୁନା ପରୀକ୍ଷା କରାଯାଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି ।

କରୋନା ନମୁନାପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଆୟୁଷ ଡାକ୍ତରଙ୍କ ବଢିଲା ଦରମା, ଏଣିକି ବରିଷ୍ଠତା ଭିତ୍ତିରେ ସେମାନେ ମାସକୁ ପାଇବେ..

February 10, 2026

ପ୍ରଖ୍ୟାତ ସୀତାର ବାଦକ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କ ଦଶାହ କାର୍ଯ୍ୟକ୍ରମରେ ଶ୍ରଦ୍ଧାଞ୍ଜଳୀ

February 10, 2026

ଆଜି ୧୦ ହଜାର ଟଙ୍କା କମିଲା ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

February 10, 2026

Coal Exchange Proposal Approved: କୋଲ ଏକ୍ସଚେଞ୍ଜ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ଏନଏସଇ

February 10, 2026
Latest News

ଆୟୁଷ ଡାକ୍ତରଙ୍କ ବଢିଲା ଦରମା, ଏଣିକି ବରିଷ୍ଠତା ଭିତ୍ତିରେ ସେମାନେ ମାସକୁ ପାଇବେ..

February 10, 2026

ପ୍ରଖ୍ୟାତ ସୀତାର ବାଦକ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କ ଦଶାହ କାର୍ଯ୍ୟକ୍ରମରେ ଶ୍ରଦ୍ଧାଞ୍ଜଳୀ

February 10, 2026

ଆଜି ୧୦ ହଜାର ଟଙ୍କା କମିଲା ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

February 10, 2026

Coal Exchange Proposal Approved: କୋଲ ଏକ୍ସଚେଞ୍ଜ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ଏନଏସଇ

February 10, 2026

ଜିଲ୍ଲା ପରିଷଦ ଏବଂ ପଞ୍ଚାୟତ ସମିତି ନିର୍ବାଚନରେ ​​ମହାୟୁତିର ବିପୁଳ ବିଜୟ: ଖୁସି ବ୍ୟକ୍ତ କଲେ ଏକନାଥ ସିନ୍ଦେ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.