Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଡିଓ କଲ୍‌ରେ ବିବାହ ପାଇଁ ମନା କଲା ବର : ଥାନାରେ ମାମଲା
ଆଜିର ଖବର

ଭିଡିଓ କଲ୍‌ରେ ବିବାହ ପାଇଁ ମନା କଲା ବର : ଥାନାରେ ମାମଲା

April 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ : ଉତ୍ତର ପ୍ରଦେଶରେ ଏକ ଅଭାବନୀୟ ଘଟଣା ସମ୍ମୁଖକୁ ଆସିଛି । ଭିଡିଓ କଲ୍‌ ଜରିଆରେ ବିବାହ ପାଇଁ ମନା କରିଦେବାରୁ ଏନେଇ ଥାନାରେ ମାମଲା ରୁଜୁ କରାଯାଇଛି । ବରେଲୀର କୁଲାଡିଆ ଅନ୍ତର୍ଗତ କରୁଆମ ସାହାବଗଞ୍ଜ ଗ୍ରାମରେ ଏହି ଘଟଣା ଘଟିଥିଲା । ସାମସୁଲ୍‌ ହସନ ନାମକ ଏହି ବ୍ୟକ୍ତି ନିଜ ଝିଅ ଫର୍‌ଜାନାର ବିବାର ଇର୍ସାଦ ହୁସେନ୍‌ ନାମକ ଜଣେ ବ୍ୟକ୍ତିଙ୍କ ସହିତ ଠିକ୍‌ କରିଥିଲେ । ମାତ୍ର ଇର୍ସାଦ୍‌ ପଞ୍ଜାବରେ ରହିଥିବାରୁ ଲକ୍‌ଡାଉନ୍‌ ଯୋଗୁଁ ଏପ୍ରିଲ୍‌ 19 ତାରିଖରେ ନିଜ ବିବାହ ପାଇଁ ପହଞ୍ଚି ପାରିନଥିଲେ । ଫର୍ଜାନାର ପରିବାର ଭିଡିଓ କଲ୍‌ ଜରିଆରେ ବିବାହ କରିବାକୁ ଚାହୁଁଥିବା ବେଳେ ଇର୍ସାଦ ଏଥିରେ ଅରାଜି ହେବାରୁ ଥାନା ପର୍ଯ୍ୟନ୍ତ ମାମଲା ଯାଇଥିଲା । ତେବେ ପୁଅ ଘର ପରିବାର ଲୋକ କ୍ଷତିପୂରଣ ପ୍ରଦାନ କରିବା ପରେ ମାମଲାର ଆପୋଷ ସମାଧାନ ହୋଇଥିଲା । (ଏଜେନ୍ସି)

Lockdown videocall
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026
Latest News

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.