Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୱିଙ୍ଗ କମାଣ୍ଡର ଅଭିନନ୍ଦନଙ୍କୁ ମିଳିବ ପ୍ରଥମ ଭଗବାନ ମହାବୀର ଅହିଂସା ପୁରସ୍କାର
ଆଜିର ଖବର

ୱିଙ୍ଗ କମାଣ୍ଡର ଅଭିନନ୍ଦନଙ୍କୁ ମିଳିବ ପ୍ରଥମ ଭଗବାନ ମହାବୀର ଅହିଂସା ପୁରସ୍କାର

March 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
IAF pilot Abhinandan Varthaman to be awarded with Bhagwan Mahavir Ahimsa Puraskar
IAF pilot Abhinandan Varthaman to be awarded with Bhagwan Mahavir Ahimsa Puraskar

ଭାରତୀୟ ବାୟୁସେନାର ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ତ୍ତମାନଙ୍କୁ ‘ଭଗବାନ ମହାବୀର ଅହିଂସା ପୁରସ୍କାର’ରେ ସମ୍ମାନିତ କରାଯିବ । ଅଖିଳ ଭାରତୀୟ ଦିଗମ୍ବର ଜୈନ ମହାସମିତି ଦ୍ୱାରା ଆରମ୍ଭ କରାଯାଇଥିବା ଭଗବାନ ମହାବୀର ଅହିଂସା ପୁରସ୍କାର ପାଇବାରେ ପ୍ରଥମ ବ୍ୟକ୍ତି ହେବେ ।  ଏପ୍ରିଲ୍‌ ୧୭ ମହାବୀର ଜୟନ୍ତୀ ଅବସରରେ ଅଭିନନ୍ଦନଙ୍କୁ ଏହି ପୁରସ୍କାର ଦିଆଯିବ । ପୁରସ୍କାର ବାବଦକୁ ୨.୫୧ ଲକ୍ଷ ଟଙ୍କା ନଗଦ, ଏକ ସ୍ମୁତି ଚିହ୍ନ ଏବଂ ପ୍ରଶସ୍ତି ପତ୍ର ଦିଆଯିବ ।  ମିଗ-୨୧ ବାଇସନ ପାଇଲଟ ଅଭିନନ୍ଦନ ଫେବୃୟାରୀ ୨୭ ବାୟୁସେନା ସର୍ଜିକାଲ ଷ୍ଟ୍ରାଇକରେ ପାକିସ୍ତାନୀ ବାୟୁସେନାର ଏଫ-୧୬ ବିମାନକୁ ଆକ୍ରମଣ କରିଥିଲେ । ଏହା ପରେ ମିଗ ଦୁର୍ଘଟଣାଗ୍ରସ୍ତ ହେବାରୁ ସୁରକ୍ଷିତ ଭାବରେ ବିମାନରୁ ବାହାରି ଆସିଥିଲେ । ତାଙ୍କର ପାରାସୁଟ ପାକିସ୍ତାନ ଅଧିକୃତ କଶ୍ମୀରରେ ଖସିପଡ଼ିବାରୁ ପାକିସ୍ତାନୀ ସେନା ଧରି ନେଇଥିଲା । ମାତ୍ର ଅନ୍ତର୍ଜାତୀୟ ଚାପରେ ପାକିସ୍ତାନ ତାଙ୍କୁ ଛାଡ଼ିବାକୁ ବାଧ୍ୟ ହୋଇଥିଲା ।

abhinandan thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ମାଡ଼ି ଆସୁଛି ବନ୍ୟାଜଳ, ମହାନଦୀ ଦେଖାଉଛି କରାଳ ରୂପ

September 28, 2026

ସରିଲା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ବାଚସ୍ପତି

September 28, 2026

ସମ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ

September 28, 2026

କେନ୍ଦ୍ରାପଡା ଗସ୍ତ କଲେ ଜାତୀୟ ସୁନାମୀ ପ୍ରସ୍ତୁତ ବୋର୍ଡ ପ୍ରତିନିଧି ଦଳ 

September 28, 2026
Latest News

MMDR Act କୁ ବିରୋଧ କରି ରାଜ ରାସ୍ତାରେ ଗର୍ଜ୍ଜନ କଲା ବିଜେଡି, ଯୋଗ ଦେଲେ ନବୀନ

September 28, 2026

ମାଡ଼ି ଆସୁଛି ବନ୍ୟାଜଳ, ମହାନଦୀ ଦେଖାଉଛି କରାଳ ରୂପ

September 28, 2026

ସରିଲା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ବାଚସ୍ପତି

September 28, 2026

ସମ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ

September 28, 2026

କେନ୍ଦ୍ରାପଡା ଗସ୍ତ କଲେ ଜାତୀୟ ସୁନାମୀ ପ୍ରସ୍ତୁତ ବୋର୍ଡ ପ୍ରତିନିଧି ଦଳ 

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.