Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»14 ଦିନ ମଧ୍ୟରେ 78 ଜିଲ୍ଲାରେ ଚିହ୍ନଟ ହୋଇ ନାହାନ୍ତି ନୂତନ ଆକ୍ରାନ୍ତ
ଆଜିର ଖବର

14 ଦିନ ମଧ୍ୟରେ 78 ଜିଲ୍ଲାରେ ଚିହ୍ନଟ ହୋଇ ନାହାନ୍ତି ନୂତନ ଆକ୍ରାନ୍ତ

April 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିଗତ 14 ଦିନ ମଧ୍ୟରେ ଦେଶର 78ଟି ଜିଲ୍ଲାରେ ଗୋଟିଏ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଲବ୍‌ ଅଗ୍ରଓ୍ବାଲଙ୍କ ପକ୍ଷରୁ ପ୍ରେସ୍‌ ମିଟ୍‌ କରାଯାଇ ଏହି ସୂଚନା ପ୍ରଦାନ କରାଯାଇଛି । ସେହିପରି ଗୁରୁବାର ସୁଦ୍ଧା ସମୁଦାୟ 4257 ରୋଗୀ କରୋନା ମୁକ୍ତ ହୋଇଥିବା ନେଇ ମଧ୍ୟ ସୂଚନା ମିଳିଛି । ସମୁଦାୟ ଆକ୍ରାନ୍ତଙ୍କର ପ୍ରାୟ 19.89 ପ୍ରତିଶତ ରୋଗୀ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଗୁରୁବାର ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 21,393ରେ ପହଞ୍ଚିଥିବା ବେଳେ ତନ୍ମଧ୍ୟରୁ 681 ଜଣ ମୃତ୍ୟୁବରଣ କରିଛନ୍ତି ଏବଂ 4257 ଜଣ ସୁସ୍ଥ ହୋଇ ସାରିଛନ୍ତି । ମହାରାଷ୍ଟ୍ର ମୃତ୍ୟୁସଂଖ୍ୟାରେ ଆଗୁଆ ରହିଥିବା ବେଳେ ଗୁଜରାଟରେ ଆକ୍ରାନ୍ତଙ୍କ ସଂଖ୍ୟା 2 ହଜାର ଅତିକ୍ରମ କରିଛି । ବିଗତ 24 ଘଣ୍ଟା ମଧ୍ୟରେ 1409 ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 388ଜଣ ସୁସ୍ଥ ହୋଇଛନ୍ତି । (ଏଜେନ୍ସି)

corona covid19 luvagrawal Top News
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମର ନୂତନ ଏସପି ଭାବେ ଦାୟିତ୍ୱ ଗ୍ରହଣ କଲେ ହରିଶ ବି.ସି

May 24, 2026

ବିଦ୍ୟୁତ୍ ଆଘାତରେ ଯୁବକଙ୍କ ପ୍ରାଣହାନୀ

May 24, 2026

ଦେଶରେ ୧୦୦ ଅତ୍ୟାଧୁନିକ ଶିଳ୍ପ ପାର୍କ ସ୍ଥାପନ ହେବ

May 24, 2026

ଏବେ ପ୍ରକୃତ ଲଢ଼େଇ ହିନ୍ଦୁ ଏବଂ ମୁସଲିମ ମଧ୍ୟରେ ନୁହେଁ, ଧନୀ ଏବଂ ଗରିବ ପ୍ରସଙ୍ଗରେ ହେବ – ରାହୁଲ ଗାନ୍ଧୀ

May 24, 2026
Latest News

ଗଞ୍ଜାମର ନୂତନ ଏସପି ଭାବେ ଦାୟିତ୍ୱ ଗ୍ରହଣ କଲେ ହରିଶ ବି.ସି

May 24, 2026

ବିଦ୍ୟୁତ୍ ଆଘାତରେ ଯୁବକଙ୍କ ପ୍ରାଣହାନୀ

May 24, 2026

ଦେଶରେ ୧୦୦ ଅତ୍ୟାଧୁନିକ ଶିଳ୍ପ ପାର୍କ ସ୍ଥାପନ ହେବ

May 24, 2026

ବରିଷ୍ଠ ନାଗରିକ FD ହାର: କେଉଁ ବ୍ୟାଙ୍କ କେତେ ରିଟର୍ଣ୍ଣ ପ୍ରଦାନ କରୁଛନ୍ତି, ଦେଖନ୍ତୁ

May 24, 2026

ଏବେ ପ୍ରକୃତ ଲଢ଼େଇ ହିନ୍ଦୁ ଏବଂ ମୁସଲିମ ମଧ୍ୟରେ ନୁହେଁ, ଧନୀ ଏବଂ ଗରିବ ପ୍ରସଙ୍ଗରେ ହେବ – ରାହୁଲ ଗାନ୍ଧୀ

May 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.