Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ରିକେଟର ରବୀନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିଓ୍ୱାବା ବିଜେପିରେ ମିଶିଲେ
ଆଜିର ଖବର

କ୍ରିକେଟର ରବୀନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିଓ୍ୱାବା ବିଜେପିରେ ମିଶିଲେ

March 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ravindra jadeja's wife riwaba joined in bjp
ravindra jadeja's wife riwaba joined in bjp

ବିଜେପିରେ ଯୋଗ ଦେଇଛନ୍ତି ଟିମ୍ ଇଣ୍ଡିଆ କ୍ରିକେଟର ରବୀନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିଓ୍ୱାବା ଜାଡେଜା। ଗୁଜୁରାଟ କୃଷିମନ୍ତ୍ରୀ ଆରସି ଅଲଦୁ ଓ ସାଂସଦ ପୁନମ ମହାଜନ ତାଙ୍କୁ ଦଳକୁ ସ୍ୱାଗତ କରିଥିଲେ। କୁହାଯାଉଛି ରିଓ୍ୱାବା ସୌରାଷ୍ଟ୍ରରୁ ନିର୍ବାଚନ ଲଢ଼ିପାରନ୍ତି। ରିଓ୍ୱାବା କହିଛନ୍ତି, ରାଜନୀତିରେ ପ୍ରବେଶ ପଛରେ ତାଙ୍କ ସ୍ୱାମୀଙ୍କ ସମର୍ଥନ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ପ୍ରେରଣା। ତାଙ୍କ ଯୋଗଦାନ ଦ୍ୱାରା ଗୁଜୁରାଟରେ ରାଜପୁତ ସମାଜର ଭୋଟ ବିଜେପି ଖାତାରୁ ଆସିବ। ଗତବର୍ଷ ପତ୍ନୀଙ୍କ ସହ ମିଶି ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ ରବୀନ୍ଦ୍ର ଜାଡେଜା। ଏନେଇ ନିଜେ ପ୍ରଧାନମନ୍ତ୍ରୀ ଫଟୋ ସହ ଟ୍ୱିଟ୍ ବି କରିଥିଲେ।

BJP thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026

ପ୍ରଖ୍ୟାତ ଘୋଡାନାଚ ଶିଳ୍ପୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

February 26, 2026

କୋରାପୁଟରୁ ଜବତ ହେଲା ୧୮୦୦ ଲିଟର ଗଞ୍ଜେଇ ତେଲ, ମୂଲ୍ୟ ୨୦୦ କୋଟି

February 26, 2026

ICC ରାଙ୍କିଙ୍ଗରେ ଭାରତୀୟ ଖେଳାଳିଙ୍କ ଆଧିପତ୍ୟ: ନମ୍ବର-୧ ରେ ବରୁଣ ଚକ୍ରବର୍ତ୍ତୀ ଓ ଅଭିଶେକ ଶର୍ମା

February 26, 2026
Latest News

‘ଆଶ୍ରମର ପରିବେଶ ପବିତ୍ର ନୁହେଁ’: ଶଙ୍କରାଚାର୍ଯ୍ୟଙ୍କ ଉପରେ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ଭୂମିକା ଦ୍ୱିବେଦୀ

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026

ପ୍ରଖ୍ୟାତ ଘୋଡାନାଚ ଶିଳ୍ପୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

February 26, 2026

କୋରାପୁଟରୁ ଜବତ ହେଲା ୧୮୦୦ ଲିଟର ଗଞ୍ଜେଇ ତେଲ, ମୂଲ୍ୟ ୨୦୦ କୋଟି

February 26, 2026

ICC ରାଙ୍କିଙ୍ଗରେ ଭାରତୀୟ ଖେଳାଳିଙ୍କ ଆଧିପତ୍ୟ: ନମ୍ବର-୧ ରେ ବରୁଣ ଚକ୍ରବର୍ତ୍ତୀ ଓ ଅଭିଶେକ ଶର୍ମା

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.