Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ୍‌ : ପିତା ମୃତ, ପୁଅ ଗୁରୁତର
ଆଜିର ଖବର

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ୍‌ : ପିତା ମୃତ, ପୁଅ ଗୁରୁତର

April 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବବ୍‌ଲୁ ସାହୁ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଏମ.ରାମପୁର ଥାନା ଅନ୍ତଗର୍ତ ତୁଜୁଙ୍ଗ ନିକଟର ଆଜି ଦିନ ପ୍ରାୟ ଏଗାରଟା ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ବାପାଙ୍କ ମୃତ୍ୟୁ ହେଇଥିବାବେଳେ ପୁଅ ଗୁରୁତର ହୋଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ମୁତାବକ ମ.ରାମପୁର ମାଛିବନ୍ଧ ପଡ଼ାର ସଚିନ କାଲସାଏ ନିଜ ପାଞ୍ଚ ବର୍ଷର ପୁଅ ବାବୁସାନଙ୍କ ସହିତ ଯାଉଥିବା ବେଳେ ବାଇକ୍‌ଟି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଏମ.ରାମପୁର ପଟରୁ ତୁଜୁଙ୍ଗ ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଏକ ଗଛରେ ବାଇକଟି ପିଟି ହୋଇ ଯାଇଥିଲା । ସଚିନଙ୍କ ମୁଣ୍ଡରେ ପ୍ରଚୁର ରକ୍ତସ୍ରାବ ହୋଇ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା ।
5 ବର୍ଷୀୟ ବାବୁସାନଙ୍କୁ ତୁଜୁଙ୍ଗ ଗ୍ରାମର ବୃନ୍ଦାବନ ନାଗ ନିଜ ବାଇକରେ ଏମ. ରାମପୁର ଡ଼ାକ୍ତରଖାନାକୁ ନେଇଥିଲେ । ମାତ୍ର ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଏମ. ରାମପୁର ଥାନାଧିକାରୀ ଗୋବିନ୍ଦ ମାଝୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

accident
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Latest News

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.