Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାସ୍କ ତିଆରି କରୁଛନ୍ତି ଦେଶର ପ୍ରଥମ ମହିଳା : ଭିଡିଓ ଭାଇରାଲ୍‌
ଆଜିର ଖବର

ମାସ୍କ ତିଆରି କରୁଛନ୍ତି ଦେଶର ପ୍ରଥମ ମହିଳା : ଭିଡିଓ ଭାଇରାଲ୍‌

April 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶର ପ୍ରଥମ ମହିଳା ସବିତା କୋବିନ୍ଦ ମାସ୍କ ତିଆରି କରୁଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଧର୍ମପତ୍ନୀ ସବିତା କୋବିନ୍ଦ ମାସ୍କ ତିଆରି କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌ ହୋଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍‌ କରି ଏହି ଫଟୋଟିକୁ ସେୟାର କରିଛନ୍ତି ।

https://twitter.com/i/status/1253210591403139073

ଦେଶର ପ୍ରଥମ ମହିଳାଙ୍କ ଏପରି ଉଦ୍ୟମ ଉପରୁ ତଳ ପର୍ଯ୍ୟନ୍ତ ସମସ୍ତଙ୍କୁ ପ୍ରେରଣା ଯୋଗାଇବ । ଆସନ୍ତୁ ଆମେ ସମସ୍ତେ ଭାରତୀୟ ଏକାଠୀ ହୋଇ କୋଭିଡ୍-୧୯ ଯୁଦ୍ଧରେ ସୈନିକଙ୍କ ଭଳି କାମ କରିବା ବୋଲି ଧର୍ମେନ୍ଦ୍ର ଟ୍ବିଟ୍‌ କରିଛନ୍ତି । (ଏଜେନ୍ସି)

covid19 dharmendrapradhan mask
Share. Facebook Twitter LinkedIn Email WhatsApp Copy Link

Related Posts

​ଗଞ୍ଜାମ ଜିଲ୍ଲାର ୧୨ଟି ଉଚ୍ଚ ବିଦ୍ୟାଳୟକୁ +୨ ବିଦ୍ୟାଳୟର ମାନ୍ୟତା: ସାଧୁବାଦ ଜଣାଇଲେ ସାଂସଦ

September 2, 2026

ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ୱସ୍ତି : ୧୦ ହଜାର ବଦଳରେ ଲାଗୁ ହେବ ନୂଆ ସ୍ଲାବ୍

September 2, 2026

ଓଡ଼ିଶାର ବରିଷ୍ଠ ନାଗରିକଙ୍କ ପାଇଁ ତୀର୍ଥଯାତ୍ରା ଟ୍ରେନ୍ ଶୁଭାରମ୍ଭ

September 2, 2026

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ଼ ଘୋଷଣା: ଚାଷୀ ଏବଂ ଶିକ୍ଷକଙ୍କ ବିରୋଧରେ ପ୍ରତ୍ୟାହାର ହେବ ମାମଲା 

September 2, 2026
Latest News

​ଗଞ୍ଜାମ ଜିଲ୍ଲାର ୧୨ଟି ଉଚ୍ଚ ବିଦ୍ୟାଳୟକୁ +୨ ବିଦ୍ୟାଳୟର ମାନ୍ୟତା: ସାଧୁବାଦ ଜଣାଇଲେ ସାଂସଦ

September 2, 2026

ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ୱସ୍ତି : ୧୦ ହଜାର ବଦଳରେ ଲାଗୁ ହେବ ନୂଆ ସ୍ଲାବ୍

September 2, 2026

ଓଡ଼ିଶାର ବରିଷ୍ଠ ନାଗରିକଙ୍କ ପାଇଁ ତୀର୍ଥଯାତ୍ରା ଟ୍ରେନ୍ ଶୁଭାରମ୍ଭ

September 2, 2026

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ଼ ଘୋଷଣା: ଚାଷୀ ଏବଂ ଶିକ୍ଷକଙ୍କ ବିରୋଧରେ ପ୍ରତ୍ୟାହାର ହେବ ମାମଲା 

September 2, 2026

କଂଗ୍ରେସରେ ଯୋଗଦେଲେ ଆସୀମ ୱକାର: AIMIM ବିରୋଧରେ ଆଣିଲେ ଗୁରୁତର ଅଭିଯୋଗ

September 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.