Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭାରତ ବଜାରରେ ପ୍ରବେଶ କରିବ Realme 3
ଆଜିର ଖବର

ଆଜି ଭାରତ ବଜାରରେ ପ୍ରବେଶ କରିବ Realme 3

March 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
realme3 will launch today indian market
realme3 will launch today indian market

ଚୀନ୍ ସ୍ମାର୍ଟଫୋନ୍ କମ୍ପାନୀ Realme ଆଜି ଭାରତରେ ଲଞ୍ଚ କରିବ ନୂଆ ମୋବାଇଲ୍ ଫୋନ୍ Realme 3। ଏଥିରେ ୧୨nm ପ୍ରୋସେସ ଥିବା MediaTek Helio P70 ପ୍ରୋସେସର ରହିଛି। ଏହାସହ ଏହି ମୋବାଇଲ୍ ଫୋନର ପଛପଟରେ ଡୁଆଲ୍ ରିଅର୍ କ୍ୟାମେରା ସେଟଅପ୍। ୪, ୨୩୦ mAh ବ୍ୟାଟେରୀ ରହିଛି। ଏହାସହ ବହୁ ଅତ୍ୟାଧୁନିକ ଫିଚର ବି ରହିଥିବା କମ୍ପାନୀ ଦାବି କରିଛି। କୁହାଯାଉଛି, Realme 3 ନିକଟରେ ଲଞ୍ଚ ହୋଇଥିବା Redmi Note 7କୁ ଟକ୍କର ଦେବ। ତେବେ ଏହି ଫୋନ୍ କେତୋଟି ସେଗମେଣ୍ଟରେ ଲଞ୍ଚ ହେବ ଓ ଦାମ୍ କେତେ ରହିବ ଆଜି ଲଞ୍ଚ ହେବା ପରେ ସସପେନ୍ସ ଉପରୁ ପରଦା ହଟିବ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

୯ ପୋଲିସକୁ ଫାଶୀ

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Latest News

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.