
ଭୁବନେଶ୍ବର : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି । ଟେଲିଫୋନ୍ରେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି। ସେହିପରି ରଥଯାତ୍ରାକୁ ନେଇ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ହେବାର ଅଛି । ଦେଶରେ କରୋନା ସ୍ଥିତି ଜଟିଳ ଥିବାରୁ ଚଳିତ ବର୍ଷ ରଥଯାତ୍ରା ହେବାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି ।
Tags: modi-naveen