Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦିଙ୍କ ମନ୍‌ କୀ ବାତ୍‌ : କରୋନା ଯୋଦ୍ଧାଙ୍କ ପାଇଁ ସ୍ବତନ୍ତ୍ର ଓ୍ବେବ୍‌ସାଇଟ୍‌ର ଘୋଷଣା
ଆଜିର ଖବର

ମୋଦିଙ୍କ ମନ୍‌ କୀ ବାତ୍‌ : କରୋନା ଯୋଦ୍ଧାଙ୍କ ପାଇଁ ସ୍ବତନ୍ତ୍ର ଓ୍ବେବ୍‌ସାଇଟ୍‌ର ଘୋଷଣା

April 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
‘କୋରାପୁଟ କଫି’ ଉପରେ ପ୍ରଧାନମନ୍ତ୍ରୀଙ୍କ ଚର୍ଚ୍ଚା ଓଡ଼ିଶାକୁ ନୂଆ ପରିଚୟ ଦେଇଛି: କେନ୍ଦ୍ରମନ୍ତ୍ରୀ
‘କୋରାପୁଟ କଫି’ ଉପରେ ପ୍ରଧାନମନ୍ତ୍ରୀଙ୍କ ଚର୍ଚ୍ଚା ଓଡ଼ିଶାକୁ ନୂଆ ପରିଚୟ ଦେଇଛି: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ : ଦେଶରେ କରୋନା ସଙ୍କଟ ସମୟରେ ମନ୍‌ ମୀ ବାତ୍‌ରେ ଦେଶବାସୀଙ୍କୁ ସମ୍ବଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କୋଭିଡ୍‌-19 ଯୋଦ୍ଧାଙ୍କ ପାଇଁ ପ୍ରଧାନମନ୍ତ୍ରୀ ଏକ ଓ୍ବେବ୍‌ସାଇଟ୍‌ ଲଞ୍ଚ କରିଛନ୍ତି । କୋଭିଡ୍‌19 ମୁକାବିଲାରେ ସମଗ୍ର ଦେଶବାସୀ ଏକତ୍ର ହୋଇଛନ୍ତି । ଦେଶର ପ୍ରତ୍ୟେକ ନାଗରିକ କରୋନା ମୁକାବିଲାର ଜଣେ ଜଣେ ଯୋଦ୍ଧା ତେଣୁ ସମସ୍ତେ କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ଓ୍ବେବ୍‌ସାଇଟ୍‌ରେ ଯୋଗଦାନ କରିବା ଉଚିତ୍‌ । ବର୍ତ୍ତମାନ ସୁଦ୍ଧା 1.25 କୋଟି ଭାରତୀୟ ଏହି ଓ୍ବେବ୍‌ସାଇଟ୍‌ରେ ଯୋଗ ଦେଇଛନ୍ତି । ଭାରତୀୟ ମାନେ କରୋନା ସହିତ ଲଢୁଛନ୍ତି ଏହା ବ୍ୟତିତ ଅନାହାର ଏବଂ ଦାରିଦ୍ର୍ୟ ସହିତ ମଧ୍ୟ ଲଢିବାକୁ ପଡୁଛି । କରୋନା ସମୟରେ ଦେଶବାସୀ ଦୃଢ ଭାବରେ କରୋନାର ମୁକାବିଲା କରୁଥିବାରୁ ଦେଶବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭାରତରେ ବର୍ତ୍ତମାନ ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସମୟରେ ଗତକାଲି ଦେଶରେ ନୂତନ ଭାବରେ 1990 ସଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 26496 ରହିଥିବା ବେଳେ ମୃତ୍ୟୁ ସଂଖ୍ୟା 800 ଅତିକ୍ରମ କରି ସାରିଛି ।

ମାସ୍କ ବ୍ୟବହାର ବର୍ତ୍ତମାନ ଦେଶର ପରମ୍ପରା ପାଲିଟିଛି । ଆଗାମୀ ଦିନରେ କରୋନା ସଙ୍କଟ ଦୂର ହେଲେ ମଧ୍ୟ ମାସ୍କର ପରମ୍ପରା ଜାରି ରହିବ ବୋଲି ମୋଦି କହିଛନ୍ତି । ଏହା ସହିତ ମୋଦି ଦେଶବାସୀଙ୍କୁ ରମ୍‌ଜାନ୍‌ ଏବଂ ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇଛନ୍ତି ମୋଦି ।

covid19 Modi
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.