Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସାମରେ ବ୍ୟାପୁଛି ସ୍ବାଇନ୍‌ ଫ୍ଲୁ : ମାଂସ ଖାଇବା ଉପରେ ସରକାରଙ୍କ କଟକଣା
ଆଜିର ଖବର

ଆସାମରେ ବ୍ୟାପୁଛି ସ୍ବାଇନ୍‌ ଫ୍ଲୁ : ମାଂସ ଖାଇବା ଉପରେ ସରକାରଙ୍କ କଟକଣା

April 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସାମ : ଦେଶବ୍ୟାପୀ କରୋନାର ସଙ୍କ୍ରମଣ ବ୍ୟାପୁଥିବା ବେଳେ ଆସାମରେ ସ୍ବାଇନ୍‌ ଫ୍ଲୁ ଚିନ୍ତାର କାରଣ ହୋଇଛି । ବିଗତ ଚାରିଦନ ମଧ୍ୟରେ 2 ହଜାରରୁ ଅଧିକ ଘୁଷୁରୀ ପ୍ରାଣ ହରାଇବା ପରେ ରବିବାର ଘୁଷୁରୀ ମାଂସ ଖାଇବା କିମ୍ବା ବିକିବା ଉପରେ ରୋକ୍‌ ଲଗାଇଛନ୍ତି ଆସାମ ସରକାର । ବ୍ରହ୍ମପୁତ୍ର ଗେଷ୍ଟ ହାଉସ୍‌ରେ ସରକାରୀ ଅଧିକାରୀଙ୍କ ସହିତ ବୈଠକ ପରେ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲ ଏହି ନିଷ୍ପତ୍ତି ନେଇଛନ୍ତି । ରବିବାର ଠାରୁ ଏହି କଟକଣା ଲାଗୁ କରାଯାଇଥିବା ବେଳେ ପରବର୍ତ୍ତୀ ନିଷ୍ପତ୍ତି ପର୍ଯ୍ୟନ୍ତ ମାଂସ ଖାଇବା କିମ୍ବା ବିକିବା ଉପରେ ଏହି କଟକଣା ଲାଗୁ କରାଯାଇଛି । (ଏଜେନ୍ସି)

assam restriction
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

୨୦୨୬ -୨୭ ଆର୍ଥିକ ବର୍ଷ ପାଇଁ ୧୨.୨ ଲକ୍ଷ କୋଟି  ଟଙ୍କା ସାର୍ବଜନୀନ ପୁଞ୍ଜି ବ୍ୟୟ ପ୍ରସ୍ତାବିତ

February 1, 2026

କେନ୍ଦ୍ର ବଜେଟ୍ 2026-27 ର ମୁଖ୍ୟାଂଶ

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026
Latest News

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

୨୦୨୬ -୨୭ ଆର୍ଥିକ ବର୍ଷ ପାଇଁ ୧୨.୨ ଲକ୍ଷ କୋଟି  ଟଙ୍କା ସାର୍ବଜନୀନ ପୁଞ୍ଜି ବ୍ୟୟ ପ୍ରସ୍ତାବିତ

February 1, 2026

କେନ୍ଦ୍ର ବଜେଟ୍ 2026-27 ର ମୁଖ୍ୟାଂଶ

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026

ଆଇଟି ସେବା ନିମନ୍ତେ ନିରାପଦ ସ୍ଥାନ ପାଇବାର ସୀମା ୩୦୦ କୋଟିରୁ ୨୦୦୦ କୋଟିକୁ ବୃଦ୍ଧି

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.