Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ହସ୍ପିଟାଲର 8 ନର୍ସ କରୋନା ଆକ୍ରାନ୍ତ
ଆଜିର ଖବର

ଦିଲ୍ଲୀ ହସ୍ପିଟାଲର 8 ନର୍ସ କରୋନା ଆକ୍ରାନ୍ତ

April 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନୂଆଦିଲ୍ଲୀର ଏକ ହସ୍ପିଟାଲରେ 8 ଜଣ ନର୍ସ କରୋନା ପଜିଟିଭ୍‌ ସାବ୍ୟସ୍ତ ହୋଇଛନ୍ତି । ଦିଲ୍ଲୀର କଳାବତୀ ସରଣ ହସ୍ପିଟାଲରେ ସେବିକା ଭାବରେ କାର୍ଯ୍ୟ କରୁଥିବା ଏହି 8 ଜଣ ନର୍ସ କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି । ଏହି 8 ଜଣ ଯାକ ନର୍ସ ପେଡିଆଟ୍ରିକ ବିଭାଗରେ କାମ କରୁଥିବା ଜଣାପଡିଛି । ଲେଡି ହାର୍ଡିଙ୍ଗ ହସ୍ପିଟାଲରେ ଏହି ନର୍ସ ମାନଙ୍କ ନମୂନା ପଜିଟିଭ୍‌ ଆସିବା ପରେ ଏମାନଙ୍କୁ ଆଇସୋଲେସନ୍‌ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି । ଏହା ସହିତ କଣ୍ଟାକ୍ଟ ଟ୍ରେସିଂ କରାଯାଇ ଉକ୍ତ ନର୍ସଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ମାନଙ୍କୁ ହୋମ୍‌ କ୍ବାରେଣ୍ଟାଇନ୍‌ରେ ରଖାଯାଇଛି । (ଏଜେନ୍ସି)

covid19
Share. Facebook Twitter LinkedIn Email WhatsApp Copy Link

Related Posts

ଆଉ କିଛି ସମୟ ପରେ ଏସୀୟ କ୍ରୀଡ଼ାର କ୍ୱାର୍ଟରଫାଇନାଲ: ଜାପାନକୁ ଭେଟିବ ଟିମ୍ ଇଣ୍ଡିଆ

September 18, 2026

ପୁରୁଣା ରୂପା ଅଳଙ୍କାରକୁ ଦିଅନ୍ତୁ ନୂଆ ଲୁକ୍‌; ଜାଣନ୍ତୁ ସଫା କରିବାର ସହଜ ଉପାୟ

September 18, 2026

ପୋଲିସ କବଜାରେ ଦୁର୍ଦ୍ଦାନ୍ତ ମାଓନେତା ଅସୀମ: ମୁଣ୍ଡ ଉପରେ ଥିଲା ୨.୨୦ କୋଟିର ପୁରସ୍କାର

September 18, 2026

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର: ବୃଦ୍ଧି ହେବ କି ଫି’?

September 18, 2026
Latest News

ଆଉ କିଛି ସମୟ ପରେ ଏସୀୟ କ୍ରୀଡ଼ାର କ୍ୱାର୍ଟରଫାଇନାଲ: ଜାପାନକୁ ଭେଟିବ ଟିମ୍ ଇଣ୍ଡିଆ

September 18, 2026

ପୁରୁଣା ରୂପା ଅଳଙ୍କାରକୁ ଦିଅନ୍ତୁ ନୂଆ ଲୁକ୍‌; ଜାଣନ୍ତୁ ସଫା କରିବାର ସହଜ ଉପାୟ

September 18, 2026

ହଳଦିଆ ଦାନ୍ତ ନେଇ ଚିନ୍ତିତ କି? ଲୁଣ-ଲେମ୍ବୁ ଲଗାଇବା ପୂର୍ବରୁ ଜାଣନ୍ତୁ ଏହି କଥା

September 18, 2026

ପୋଲିସ କବଜାରେ ଦୁର୍ଦ୍ଦାନ୍ତ ମାଓନେତା ଅସୀମ: ମୁଣ୍ଡ ଉପରେ ଥିଲା ୨.୨୦ କୋଟିର ପୁରସ୍କାର

September 18, 2026

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର: ବୃଦ୍ଧି ହେବ କି ଫି’?

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.