Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପବ୍‌ଜୀ ଖେଳିବାକୁ ନେଇ ଝଗଡା : କେନାଲକୁ ଡେଇଁ ବାଳକର ଆତ୍ମହତ୍ୟା
ଆଜିର ଖବର

ପବ୍‌ଜୀ ଖେଳିବାକୁ ନେଇ ଝଗଡା : କେନାଲକୁ ଡେଇଁ ବାଳକର ଆତ୍ମହତ୍ୟା

April 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଣ୍ଡୀଗଡ : ପବ୍‌ଜୀ ଖେଳିବା ପାଇଁ ମନା କରାଯିବାରୁ ଜଣେ 13 ବର୍ଷୀୟ ବାଳକ ଆତ୍ମହତ୍ୟା କରିଛନ୍ତି । ଏହି ବାଳକ ଜଣକ ଭାକ୍ରା କେନାଲକୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ଲକ୍‌ଡାଉନ୍‌ ସମୟରେ ଅନ୍‌ଲାଇନ୍‌ରେ ପବ୍‌ଜୀ ଖେଳୁଥିବାରୁ ପରିବାର ଲୋକଙ୍କ ପକ୍ଷରୁ ଗାଳି ଦିଆଯାଇଥିଲା । ଏଥିରେ ଉତ୍‌କ୍ଷିପ୍ତ ହୋଇ ବାଳକ ଜଣକ ଆତ୍ମହତ୍ୟାର ରାସ୍ତା ଆପଣେଇ ନେଇଥିଲେ । ଗତ 20 ତାରିଖରୁ ବାଳକ ଜଣକ ନିଖୋଜ ଥିଲେ । ପଟିଆଲାରୁ ନିଖୋଜ ଥିବା ବାଳକଙ୍କ ମୃତଦେହ ରବିବାର ଦିନ ଉଦ୍ଧାର କରାଯାଇଥିଲା ।

MINORBOY pubg suicide
Share. Facebook Twitter LinkedIn Email WhatsApp Copy Link

Related Posts

କେରଳରେ ବିଜୟନ ସରକାର ହ୍ୟାଟ୍ରିକ୍ କରିବ ନା ହାର ମାନିବ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026

ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

April 29, 2026
Latest News

କେରଳରେ ବିଜୟନ ସରକାର ହ୍ୟାଟ୍ରିକ୍ କରିବ ନା ହାର ମାନିବ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026

ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

April 29, 2026

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.