Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ପୁଣି 5 କରୋନା ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ରାଜ୍ୟରେ ପୁଣି 5 କରୋନା ପଜିଟିଭ୍‌ ଚିହ୍ନଟ

April 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରେ ପୁଣି 5 ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହି ସମସ୍ତ ଆକ୍ରାନ୍ତ ବାଲେଶ୍ବରରୁ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟରୁ ସୂଚନା ମିଳିଛି । ଏହି ନୂତନ 5 ଜଣ ଚିହ୍ନଟ ହେବା ପରେ ବାଲେଶ୍ବର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 15କୁ ବୃଦ୍ଧି ହୋଇଛି । ସେହିପରି ରାଜ୍ୟରେ ମୋଟ୍‌ ଆକାନ୍ତଙ୍କ ସଂଖ୍ୟା 108କୁ ବୃଦ୍ଧି ହୋଇଛି ।

ରାଜ୍ୟରେ ଗତ 24 ଘଣ୍ଟା ମଧ୍ୟରେ ମୋଟ୍‌ 2287ଟି ନମୁନା ପରୀକ୍ଷା ହୋଇଛି । ଏଯାବତ୍‌ ମୋଟ୍‌ 25 ହଜାର 103ଟି ନମୁନା ପରୀକ୍ଷା ହୋଇଛି । ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 108କୁ ବୃଦ୍ଧି ହୋଇଥିବାବେଳେ 72 ଜଣ ଚିକିତ୍ସାଧୀନ ରହିଛନ୍ତି । 35 ଜଣ ସୁସ୍ଥ ହୋଇଥିବାବେଳେ  ଜଣକର ମୃତ୍ୟୁ ଘଟିଛି ।

କରୋନାପଜିଟିଭ୍‌ ବାଲେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.