Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲେଶ୍ବରର 5 ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର : ସମସ୍ତ ଆକ୍ରାନ୍ତ କଣ୍ଟେନମେଣ୍ଟ ଜୋନ୍‌ର
ଆଜିର ଖବର

ବାଲେଶ୍ବରର 5 ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର : ସମସ୍ତ ଆକ୍ରାନ୍ତ କଣ୍ଟେନମେଣ୍ଟ ଜୋନ୍‌ର

April 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି  ଚିହ୍ନଟ ହୋଇଥିବା 5 ଜଣ ଆକ୍ରାନ୍ତ ତଥ୍ୟ ଜଣାପଡିଛି । ବାଲେଶ୍ବରର ପାଞ୍ଚ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର । ଟୁଇଟ୍‌ ଯୋଗେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏହି ସୂଚନା ପ୍ରଦାନ କରିଛନ୍ତି । ସମସ୍ତ ଆକ୍ରାନ୍ତ ବାଲେଶ୍ବର କଣ୍ଟେନମେଣ୍ଟ ଜୋନ୍‌ର ବୋଲି ଜଣାପଡିଛି । 5 ଆକ୍ରାନ୍ତଙ୍କ ମଧ୍ୟରୁ 4 ଜଣ ମହିଳା ଓ  ଜଣେ ପୁରୁଷ ଅଛନ୍ତି। ମହିଳାମାନଙ୍କ ବୟସ ଯଥାକ୍ରମେ 55, 22, 23 ଓ 29 ବର୍ଷ ରହିଛି । ଅନ୍ୟ ଜଣେ ଆକ୍ରାନ୍ତ 27 ବର୍ଷୀୟ ଯୁବକ ବୋଲି ଜଣାପଡିଛି । ସମସ୍ତେ ହୋମ୍‌ କ୍ବାରେଣ୍ଟିନ୍‌ରେ ରହିଥିଲେ । କାହାରିଠାରେ ବି ସାମାନ୍ୟତମ ଲକ୍ଷଣ ନଥିଲା  । ଏବେ ଏହି 5 ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ କରାଯାଇଛି ।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା 108ରେ ପହଞ୍ଚିଥିବାବେଳେ ବାଲେଶ୍ବର ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା 15ରେ ପହଞ୍ଚିଛି ।

କଣ୍ଟେନମେଣ୍ଟଜୋନ୍‌ ବାଲେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.