Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଯୋଗୁଁ ମୃତ୍ୟୁବରଣ କଲେ ଗୁଜୁରାଟ କଂଗ୍ରେସର ବରିଷ୍ଠ ନେତା ବଦରୁଦ୍ଦିନ୍‌ ଶେଖ୍
ଆଜିର ଖବର

କରୋନା ଯୋଗୁଁ ମୃତ୍ୟୁବରଣ କଲେ ଗୁଜୁରାଟ କଂଗ୍ରେସର ବରିଷ୍ଠ ନେତା ବଦରୁଦ୍ଦିନ୍‌ ଶେଖ୍

April 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

‌ଅହମ୍ମଦାବାଦ :ଗୁଜୁରାଟ କଂଗ୍ରେସର ବରିଷ୍ଠ ନେତା ତଥା ଅହମ୍ମଦାବାଦ ନଗର ନିଗମର ପାର୍ଷଦ ବଦରୁଦ୍ଦିନ ଶେଖ୍‌ଙ୍କ ଗତକାଲି ରାତ୍ରିରେ ପରଲୋକ ହୋଇଛି । ବଦରୁଦ୍ଦିନ  କରୋନାରେ ସଂକ୍ରମିତ ହୋଇଥିଲେ । ଏସ୍‌ବିପି ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । କଂଗ୍ରେସ ଦଳର ବରିଷ୍ଠ ନେତା ଶକ୍ତି ସିଂ ଗୋହିଲ୍‌ ଏ ସମ୍ପର୍କରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି ।

ବଦରୁଦ୍ଦିନ୍‌ କଂଗ୍ରେସ ପରିବାରର ଜଣେ ବରିଷ୍ଠ ସଭ୍ୟ ଥିବାବେଳେ 40 ବର୍ଷ ଧରି ଦଳ ସହ ଜଡିତ ରହିଥିଲେ । ବଦରୁଦ୍ଦିନ୍‌ ଶେଖ ବେହରାମପୁରାରୁ କଂଗ୍ରେସ ପାର୍ଷଦ ଥିଲେ ।  ଅପ୍ରେଲ୍‌ 15 ତାରିଖରେ ବଦରୁଦ୍ଦିନ୍‌ କରୋନା ସଂକ୍ରମିତ ହୋଇଥିଲେ ବୋଲି ସୂଚନା ମିଳିଥିଲା । ତାଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା । 8 ଦିନ ଧରି ଚିକିତ୍ସିତ ହେଉଥିବାବେଳେ ଗତକାଲି ରାତ୍ରିରେ ତାଙ୍କର ମୃତ୍ୟୁ ଘଟିଛି । (ଏଜେନ୍ସି)

corona
Share. Facebook Twitter LinkedIn Email WhatsApp Copy Link

Related Posts

କୃଷି କ୍ଷେତ୍ରର ସମୀକ୍ଷା: ଫସଲ କ୍ଷତି ଓ ବୀମା ଦାବି ଉପରେ ଶିବରାଜ ସିଂହ ଚୌହାନଙ୍କ ଗୁରୁତ୍ୱ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026
Latest News

କୃଷି କ୍ଷେତ୍ରର ସମୀକ୍ଷା: ଫସଲ କ୍ଷତି ଓ ବୀମା ଦାବି ଉପରେ ଶିବରାଜ ସିଂହ ଚୌହାନଙ୍କ ଗୁରୁତ୍ୱ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.