Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଯୋଗୁଁ ମୃତ୍ୟୁବରଣ କଲେ ଗୁଜୁରାଟ କଂଗ୍ରେସର ବରିଷ୍ଠ ନେତା ବଦରୁଦ୍ଦିନ୍‌ ଶେଖ୍
ଆଜିର ଖବର

କରୋନା ଯୋଗୁଁ ମୃତ୍ୟୁବରଣ କଲେ ଗୁଜୁରାଟ କଂଗ୍ରେସର ବରିଷ୍ଠ ନେତା ବଦରୁଦ୍ଦିନ୍‌ ଶେଖ୍

April 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

‌ଅହମ୍ମଦାବାଦ :ଗୁଜୁରାଟ କଂଗ୍ରେସର ବରିଷ୍ଠ ନେତା ତଥା ଅହମ୍ମଦାବାଦ ନଗର ନିଗମର ପାର୍ଷଦ ବଦରୁଦ୍ଦିନ ଶେଖ୍‌ଙ୍କ ଗତକାଲି ରାତ୍ରିରେ ପରଲୋକ ହୋଇଛି । ବଦରୁଦ୍ଦିନ  କରୋନାରେ ସଂକ୍ରମିତ ହୋଇଥିଲେ । ଏସ୍‌ବିପି ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । କଂଗ୍ରେସ ଦଳର ବରିଷ୍ଠ ନେତା ଶକ୍ତି ସିଂ ଗୋହିଲ୍‌ ଏ ସମ୍ପର୍କରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି ।

ବଦରୁଦ୍ଦିନ୍‌ କଂଗ୍ରେସ ପରିବାରର ଜଣେ ବରିଷ୍ଠ ସଭ୍ୟ ଥିବାବେଳେ 40 ବର୍ଷ ଧରି ଦଳ ସହ ଜଡିତ ରହିଥିଲେ । ବଦରୁଦ୍ଦିନ୍‌ ଶେଖ ବେହରାମପୁରାରୁ କଂଗ୍ରେସ ପାର୍ଷଦ ଥିଲେ ।  ଅପ୍ରେଲ୍‌ 15 ତାରିଖରେ ବଦରୁଦ୍ଦିନ୍‌ କରୋନା ସଂକ୍ରମିତ ହୋଇଥିଲେ ବୋଲି ସୂଚନା ମିଳିଥିଲା । ତାଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା । 8 ଦିନ ଧରି ଚିକିତ୍ସିତ ହେଉଥିବାବେଳେ ଗତକାଲି ରାତ୍ରିରେ ତାଙ୍କର ମୃତ୍ୟୁ ଘଟିଛି । (ଏଜେନ୍ସି)

corona
Share. Facebook Twitter LinkedIn Email WhatsApp Copy Link

Related Posts

MLC ଫଳାଫଳ ପରେ ମୋଦୀଙ୍କ ତାତ୍ସଲ୍ୟ: କଂଗ୍ରେସର ପାଲଟା ଜବାବ

October 28, 2026

ମୁଖ୍ୟମନ୍ତ୍ରୀ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା: ବାରଣାସୀ-ଅଯୋଧ୍ୟା ଟ୍ରେନ୍‌ର ଶୁଭାରମ୍ଭ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

October 28, 2026

ସତ୍ୟସାଇ ପେଟ୍ରୋଲ ପମ୍ପରେ ବିସ୍ପୋରଣ, ଜଣେ ମୃତ, ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା

October 28, 2026

ଆଜମ ଖାନ୍‌ଙ୍କୁ ବଡ ଝଟକା: ଜୌହର ବିଶ୍ୱବିଦ୍ୟାଳୟର ୪୨୬ କୋଟିର ସମ୍ପତ୍ତି ଜବତ

October 28, 2026
Latest News

MLC ଫଳାଫଳ ପରେ ମୋଦୀଙ୍କ ତାତ୍ସଲ୍ୟ: କଂଗ୍ରେସର ପାଲଟା ଜବାବ

October 28, 2026

ମୁଖ୍ୟମନ୍ତ୍ରୀ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା: ବାରଣାସୀ-ଅଯୋଧ୍ୟା ଟ୍ରେନ୍‌ର ଶୁଭାରମ୍ଭ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

October 28, 2026

ସତ୍ୟସାଇ ପେଟ୍ରୋଲ ପମ୍ପରେ ବିସ୍ପୋରଣ, ଜଣେ ମୃତ, ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା

October 28, 2026

ଆଜମ ଖାନ୍‌ଙ୍କୁ ବଡ ଝଟକା: ଜୌହର ବିଶ୍ୱବିଦ୍ୟାଳୟର ୪୨୬ କୋଟିର ସମ୍ପତ୍ତି ଜବତ

October 28, 2026

କେନ୍ଦ୍ରୀୟ କର୍ମଚାରୀଙ୍କୁ ଦୀପାବଳି ଭେଟି: ମହଙ୍ଗା ଭତ୍ତା ୩% ବୃଦ୍ଧି

October 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.