Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»9 ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କଲେ ମୋଦି
ଆଜିର ଖବର

9 ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କଲେ ମୋଦି

April 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : 9 ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବୈଠକରେ ଓଡିଶା, ତାମିଲନାଡୁ, ବିହାର , ମେଘାଳୟ, ମିଜୋରାମ, ଗୁଜରାଟ, ପୁଡୁଚେରୀ, ହିମାଚଳ ପ୍ରଦେଶ, ହରିୟାଣା ଏବଂ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ମାନେ ଏହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । କରୋନା ଆତଙ୍କ ସତ୍ତ୍ବେ ସମଗ୍ର ଦେଶ ଲକ୍‌ଡାଉନ୍‌ ନିୟମକୁ ମାନିବାରୁ ଦେଶରେ କରୋନା ମୁକାବିଲା ସଠିକ୍‌ ଦିଗରେ ଯାଉଛି ବୋଲି ମୋଦି ସନ୍ତୋଷ ପ୍ରକାଶ କରିଥିଲେ । ଲକ୍‌ଡାଉନ୍‌ ଅବଧି ବୃଦ୍ଧି ନେଇ ବିଭିନ୍ନ ରାଜ୍ୟ ମୁଖ୍ୟଙ୍କ ପ୍ରତିକ୍ରିୟା ନିଆଯିବା ସହିତ ଆର୍ଥିକ ଅଭିବୃଦ୍ଧି ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା । ସେହିପରି ପ୍ରବାସୀ ଶ୍ରମିକଙ୍କୁ ଫେରାଇବାକୁ ନେଇ ମଧ୍ୟ ଆଲୋଚନା କରାଯାଇଥିଲା । ସୋମବାର ସକାଳ 10ଟାରେ ମୁଖ୍ୟମନ୍ତ୍ରୀଙ୍କ ସହିତ ମୋଦି ଭିଡିଓ କନ୍‌ଫରେନ୍ସିଂରେ ଆଲୋଚନା କରିଥିଲେ । (ଏଜେନ୍ସି)

covid19 Lockdown Modi
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026

ରାଷ୍ଟ୍ରପତିଙ୍କ ବିଷୟରେ ପ୍ରଶ୍ନ ଉଠାଇଲେ ସଞ୍ଜୟ ରାଉତ: କହିଲେ, “ସମ୍ମାନ କରାଯିବା ଉଚିତ, କିନ୍ତୁ…”

March 9, 2026

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026
Latest News

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026

ରାଷ୍ଟ୍ରପତିଙ୍କ ବିଷୟରେ ପ୍ରଶ୍ନ ଉଠାଇଲେ ସଞ୍ଜୟ ରାଉତ: କହିଲେ, “ସମ୍ମାନ କରାଯିବା ଉଚିତ, କିନ୍ତୁ…”

March 9, 2026

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026

ଓମ୍ ବିର୍ଲାଙ୍କୁ ହଟାଇବା ପ୍ରସ୍ତାବ ସମ୍ପର୍କରେ କ’ଣ କରିବେ ୩୭ ଏସପି ସାଂସଦ?: ସ୍ପଷ୍ଟ କଲେ ଅଖିଳେଶ ଯାଦବ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.