Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିନ୍ତା ବଢାଉଛି ପଶ୍ଚିମବଙ୍ଗ ଲିଙ୍କ୍‌, ନୂଆ 7 କରୋନା ଆକ୍ରାନ୍ତଙ୍କ ତଥ୍ୟ ଜାରି
ଆଜିର ଖବର

ଚିନ୍ତା ବଢାଉଛି ପଶ୍ଚିମବଙ୍ଗ ଲିଙ୍କ୍‌, ନୂଆ 7 କରୋନା ଆକ୍ରାନ୍ତଙ୍କ ତଥ୍ୟ ଜାରି

April 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆଜି ଚିହ୍ନଟ ନୂଆ 7 ଆକ୍ରାନ୍ତଙ୍କ ତଥ୍ୟ ଜାରି କରାଯାଇଛି । ରାଜ୍ୟରେ ପଶ୍ଚିମବଙ୍ଗ ଲିଙ୍କ୍‌ ଚିନ୍ତା ବଢାଇଛି । ଏହି ନୂତନ 7 ଆକ୍ରାନ୍ତଙ୍କ ମଧ୍ୟରୁ ତିିନିଜଣଙ୍କର ପଶ୍ଚିମବଙ୍ଗ ଲିଙ୍କ୍‌ ରହିଥିବାର ସୂଚନା ରହିଛି ।

ସାତ ଆକ୍ରାନ୍ତଙ୍କ ମଧ୍ୟରେ ଭଦ୍ରକର ତିନି ଜଣ ଓ ରାଉରକେଲ ନାଲା ରୋଡ୍‌ର 4 ଜଣ ରହିଛନ୍ତି । ଭଦ୍ରକର ସମସ୍ତ ତିନି ଆକ୍ରାନ୍ତ ପୁରୁଷ ରହିଛନ୍ତି । ଏହି ତିନି ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 45,28 ଓ 29 ବର୍ଷ । ଭଦ୍ରକରୁ ଚିହ୍ନଟ ତିନି ଆକ୍ରାନ୍ତଙ୍କ ମଧ୍ୟରୁ ବାସୁଦେବପୁର ବ୍ଲକର 2 ଜଣ ଓ ବନ୍ତ ବ୍ଲକର ଜଣେ ରହିଛନ୍ତି । ସମସ୍ତ ତିନି ଆକ୍ରାନ୍ତ ପୁରୁଷ ହୋଇଥିବା ସୂଚନା ରହିଛି । ଏହି ତିନି ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍‌ ରହିଥିବାର ସୂଚନା ରହିଛି ।

ସେହିପରି ରାଉରକେଲାର 4 ଆକ୍ରାନ୍ତଙ୍କ ମଧ୍ୟରୁ ଦୁଇ ଜଣ ମହିଳା ଓ ଦୁଇ ଜଣ ପୁରୁଷ ରହିଛନ୍ତି । ମହିଳାଙ୍କ ବୟସ ଯଥାକ୍ରମେ 55 ଓ 35 ବର୍ଷ ହୋଇଥିବାବେଳେ ପୁରୁଷଙ୍କ ବୟସ ଯଥାକ୍ରମେ 38 ଓ 27 ବର୍ଷ ବୋଲି ଜଣାପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତ୍ରୀ ମୀନାକ୍ଷୀ ନଟରାଜନଙ୍କୁ ଝଟକା: ଆବେଦନ ଶୁଣିବାକୁ ମନାକଲେ ସୁପ୍ରିମକୋର୍ଟ

June 12, 2026

କେରଳକୁ ଛୁଇଁଲା ନିପା ଭାଇରସ୍: ଜାଣନ୍ତୁ ଏହା କିପରି ବ୍ୟାପିଥାଏ ଏବଂ କେତେ ବିପଦପୂର୍ଣ୍ଣ?

June 12, 2026

ଆମେରିକା ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁରେ ଇରାନ ଦୁଃଖିତ: ଟ୍ରମ୍ପଙ୍କୁ ଭର୍ତ୍ସନା

June 12, 2026

‘ତୈଳ କ୍ରୟ ସମ୍ପର୍କରେ ପାଶ୍ଚାତ୍ୟ ଦେଶଗୁଡ଼ିକର ଦୋମୁହାଁ ନୀତି’: ଆମେରିକାକୁ ଟାର୍ଗେଟ କଲା ଭାରତ

June 12, 2026
Latest News

କଂଗ୍ରେସ ନେତ୍ରୀ ମୀନାକ୍ଷୀ ନଟରାଜନଙ୍କୁ ଝଟକା: ଆବେଦନ ଶୁଣିବାକୁ ମନାକଲେ ସୁପ୍ରିମକୋର୍ଟ

June 12, 2026

କେରଳକୁ ଛୁଇଁଲା ନିପା ଭାଇରସ୍: ଜାଣନ୍ତୁ ଏହା କିପରି ବ୍ୟାପିଥାଏ ଏବଂ କେତେ ବିପଦପୂର୍ଣ୍ଣ?

June 12, 2026

ଆମେରିକା ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁରେ ଇରାନ ଦୁଃଖିତ: ଟ୍ରମ୍ପଙ୍କୁ ଭର୍ତ୍ସନା

June 12, 2026

‘ତୈଳ କ୍ରୟ ସମ୍ପର୍କରେ ପାଶ୍ଚାତ୍ୟ ଦେଶଗୁଡ଼ିକର ଦୋମୁହାଁ ନୀତି’: ଆମେରିକାକୁ ଟାର୍ଗେଟ କଲା ଭାରତ

June 12, 2026

ଆଜିଠୁ ମହିଳା ଟି-୨୦ ବିଶ୍ୱକପ୍: ଅଧୁରା ସ୍ୱପ୍ନ ପୂରଣ କରିପାରିବ କି ଟିମ୍ ଇଣ୍ଡିଆ?

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.