Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମର ଦୁଇ ସ୍ଥାନରେ ଅବକାରୀ ବିଭାଗର ଚଢାଉ : 2650 ଲିଟର ଦେଶୀମଦ ସହ 9 ଗିରଫ
ଆଜିର ଖବର

ଗଞ୍ଜାମର ଦୁଇ ସ୍ଥାନରେ ଅବକାରୀ ବିଭାଗର ଚଢାଉ : 2650 ଲିଟର ଦେଶୀମଦ ସହ 9 ଗିରଫ

April 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ଗଞ୍ଜାମ : ଗଞ୍ଜାମର ଦୁଇଟି ସ୍ଥାନରେ ଅବକାରୀ ବିଭାଗର ଚଢାଉରେ 2650 ଲିଟର ଦେଶୀ ମଦ ଜବତ କରାଯିବା ସହିତ 9 ଜଣଙ୍କୁ ଗିରଫ କରାଯାଇଛି । ଅବକାରୀ ବିଭାଗ ପକ୍ଷରୁ ଧରାକୋଟର ଚମ୍ପାପଲ୍ଳୀ ଏବଂ ବଡଗଡର ମାଧପୁର ଓ ବାହାଦରପଦର ଅଞ୍ଚଳରେ ଏହି ଚଢାଉ କରାଯାଇଥିଲା । ଅବକାରୀ ବିଭାଗ ଏବଂ ପୋଲିସ୍‌ର ଏହି ମିଳିତ ଚଢାଉରେ 2650 ଲିଟର ଦେଶୀ ମଦ ଜବତ କରାଯିବା ସହିତ 10ଟି ମାମଲା ରୁଜୁ କରାଯାଇଛି । ଏହା ସହିତ ପୋଲିସ୍‌ 9 ଜଣଙ୍କୁ ଗିରଫ କରିଛି । ଆସ୍କା ଏସ୍‌ଡିପିଓ, ଆଇଆଇସି ଧରାକୋଟ, ଆଇଆଇସି ଗଞ୍ଜାମ ଏହି ରେଡ୍‌ରେ ଅଂଶଗ୍ରହଣ କରିଥିଲେ ।

ଅବକାରୀ ବିଭାଗ ଦେଶୀମଦ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଅଞ୍ଚଳରୁ ବିପୁଳ ପରିମାଣର ପୋଚ ଓ ଦେଶୀ ମଦ ଜବତ: ତିନି ଗିରଫ

September 20, 2026

ଆଜି ୨୦ ତାରିଖରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର: ଜାଣନ୍ତୁ ରାଶିଫଳ

September 20, 2026

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026
Latest News

ବାଣପୁର ଅଞ୍ଚଳରୁ ବିପୁଳ ପରିମାଣର ପୋଚ ଓ ଦେଶୀ ମଦ ଜବତ: ତିନି ଗିରଫ

September 20, 2026

ଆଜି ୨୦ ତାରିଖରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର: ଜାଣନ୍ତୁ ରାଶିଫଳ

September 20, 2026

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026

ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ : ବାଚସ୍ପତି

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.