Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»107 ଓ 108 ନମ୍ବର ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଜାରି
ଆଜିର ଖବର

107 ଓ 108 ନମ୍ବର ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଜାରି

April 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟର 107 ଓ 108 ନମ୍ବର ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଜାରି କରିଛି ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ । ବାଲେଶ୍ବରର 107 ନମ୍ବର ଆକ୍ରାନ୍ତ ଜଣକ ଅନ୍ୟ ଜଣେ ଆକ୍ରାନ୍ତ(61 ନମ୍ବର)ଙ୍କ ପଡୋଶୀ ଥିଲେ ଏବଂ ତାଙ୍କ ସଂସ୍ପର୍ଶରେ ଆସିଥିଲେ । 22 ମାର୍ଚ୍ଚରୁ 26 ଏପ୍ରିଲ୍‌ ପର୍ଯ୍ୟନ୍ତ ଘରେ ରହିଥିବା ବେଳେ 26 ତାରିଖରେ ନମୁନା ପଜିଟିଭ୍‌ ଆସିବାରୁ ତାଙ୍କୁ 27 ତାରିଖ ଦିନ ଅଶ୍ବିନୀ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ସେହିଭଳି 28 ନମ୍ବର ଆକ୍ରାନ୍ତ ମଧ୍ୟ ବାଲେଶ୍ବରର ନେଳିଆବାଗ ଅଞ୍ଚଳର 29 ବର୍ଷୀୟ ଯୁବକ ଜଣକ ଅନ୍ୟ ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ । 79 ନମ୍ବର ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଏହି ବ୍ୟକ୍ତି ଜଣକ ଲକ୍‌ଡାଉନ୍‌ ପରଠାରୁ ଘରେ ରହିଥିଲେ ମଧ୍ୟ 26 ତାରିଖରେ ତାଙ୍କୁ ନମୂନା ପଜିଟିଭ୍‌ ଆସିଥିଲା । ଏହାପରେ 27 ତାରିଖରେ ତାଙ୍କୁ କଟକ ସ୍ଥିତ ଅଶ୍ବିନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

corona covid19 TopNews
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.