Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଦ୍ବିଗୁଣିତ ହେବ ମନରେଗା କାର୍ଯ୍ୟ : ନବୀନ
ଆଜିର ଖବର

ରାଜ୍ୟରେ ଦ୍ବିଗୁଣିତ ହେବ ମନରେଗା କାର୍ଯ୍ୟ : ନବୀନ

April 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ମନରେଗା କାର୍ଯ୍ୟକୁ ଦ୍ବିଗୁଣିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି । ମହାତ୍ମା ଗାନ୍ଧୀ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନାରେ ଏଣିକି ଶ୍ରମିକ ସଂଖ୍ୟା 5 ଲକ୍ଷରୁ 10 ଲକ୍ଷକୁ ବୃଦ୍ଧି କରାଯିବ ବୋଲି ନବୀନ ସୂଚନା ଦେଇଛନ୍ତି । ଆସନ୍ତା ସପ୍ତାହରୁ ରାଜ୍ୟକୁ ଲକ୍ଷାଧିକ ପ୍ରବାସୀ ଶ୍ରମିକ ଆସୁଥିବାରୁ ଶ୍ରମିକଙ୍କୁ ଆବଶ୍ୟକ କାମ ଯୋଗାଇଦେବା ପାଇଁ ଓଡିଶା ସରକାର ଏହି ନିଷ୍ପତ୍ତି ନେଇଥିବା ଜଣାପଡିଛି । ଏହା ସହିତ ରାଜ୍ୟକୁ ଫେରିବାକୁ ଥିବା ସମସ୍ତ ପ୍ରବାସୀ ଶ୍ରମିକଙ୍କ ରହିବା ଏବଂ ଖାଦ୍ୟପେୟର ବ୍ୟବସ୍ଥା କରାଯିବ ବୋଲି ନବୀନ କହିଛନ୍ତି । ସେହିପରି ରାସନ କାର୍ଡ ଥାଉ ବା ନଥାଉ ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଖାଇବା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି କରୋନା ମୁକାବିଲା ପାଇଁ ନିଯୁକ୍ତ ଅଧିକାରୀ ମାନେ ଏହାକୁ ସହକାରୀ ଦାୟିତ୍ବ ନଭାବି ମୁଖ୍ୟ ଦାୟିତ୍ବ ଭାବରେ ଭାବିବା ଉଚିତ୍‌ ବୋଲି ନବୀନ କହିଛନ୍ତି ।

mnrega naveenpattnaik
Share. Facebook Twitter LinkedIn Email WhatsApp Copy Link

Related Posts

ନନ୍ଦିଗ୍ରାମ ଉପନିର୍ବାଚନ: ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏଙ୍କ ମାଆଙ୍କୁ ଟିକେଟ୍ ଦେଲା ବିଜେପି

September 15, 2026

ଆଜି ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ ଟି-20: ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

September 15, 2026

ମୋବାଇଲ୍ କିସ୍ତି ପାଇଁ ଯୁବକଙ୍କୁ ଅପହରଣ! ୫ ଦିନ ବନ୍ଧକ ରଖିଥିବା ଅଭିଯୋଗ

September 15, 2026

‘ଗ୍ୟାସ୍’ ଭାବି ଏହି ଲକ୍ଷଣକୁ ଅଣଦେଖା କରୁଛନ୍ତି କି? ହୋଇପାରେ ବଡ଼ ସ୍ୱାସ୍ଥ୍ୟ ସଙ୍କେତ

September 15, 2026
Latest News

ନନ୍ଦିଗ୍ରାମ ଉପନିର୍ବାଚନ: ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏଙ୍କ ମାଆଙ୍କୁ ଟିକେଟ୍ ଦେଲା ବିଜେପି

September 15, 2026

ଆଜି ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ ଟି-20: ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

September 15, 2026

ମୋବାଇଲ୍ କିସ୍ତି ପାଇଁ ଯୁବକଙ୍କୁ ଅପହରଣ! ୫ ଦିନ ବନ୍ଧକ ରଖିଥିବା ଅଭିଯୋଗ

September 15, 2026

‘ଗ୍ୟାସ୍’ ଭାବି ଏହି ଲକ୍ଷଣକୁ ଅଣଦେଖା କରୁଛନ୍ତି କି? ହୋଇପାରେ ବଡ଼ ସ୍ୱାସ୍ଥ୍ୟ ସଙ୍କେତ

September 15, 2026

ବ୍ୟାଙ୍କ ଲୁଟ୍‌ ପୂର୍ବରୁ ପୁଲିସର ମାଷ୍ଟରଷ୍ଟ୍ରୋକ୍‌; ମଧ୍ୟରାତ୍ରିରେ ଧରାପଡ଼ିଲା ଡକାୟତ ଗ୍ୟାଙ୍ଗ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.