Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»3 ନୂତନ ଜିଲ୍ଲାକୁ ବ୍ୟାପିଲା କରୋନା : ରାଜ୍ୟରେ ଆଉ 3 କରୋନା ପଜିଟିଭ୍‌ ଚିହ୍ନଟ
ଆଜିର ଖବର

3 ନୂତନ ଜିଲ୍ଲାକୁ ବ୍ୟାପିଲା କରୋନା : ରାଜ୍ୟରେ ଆଉ 3 କରୋନା ପଜିଟିଭ୍‌ ଚିହ୍ନଟ

April 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ତିନି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହି ତିନି ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 122ରେ ପହଞ୍ଚିଛି । ଏହା ସହିତ 3ଟି ନୂତନ ଜିଲ୍ଲାରେ ମଧ୍ୟ କରୋନା ନିଜର କାୟା ବିସ୍ତାର କରିଛି । ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଏବଂ ଜଣେ ମହିଳା ରହିଛନ୍ତି । କେନ୍ଦୁଝର ପଞ୍ଚପଲ୍ଲୀ ଅଞ୍ଚଳର 60 ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ ସାବ୍ୟସ୍ତ ହୋଇଛନ୍ତି । ସେହିପରି ବାସୁଦେବପୁର ଅନ୍ତର୍ଗତ ଦେବଗଡର 34 ବର୍ଷୀୟ ଯୁବକ ଏବଂ ବ୍ରଜରାଜନଗରର 18 ବର୍ଷୀୟା ଯୁବତୀ କରୋନା ପଜିଟିଭ୍‌ ସାବ୍ୟସ୍ତ ହୋଇଛନ୍ତି । 3 ଜଣ ନୂତନ ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହା ପୂର୍ବରୁ ଆଜି ସକାଳେ ମଧୁସୂଦନ ନଗରରୁ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସମସ୍ତ ତିନି ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ ରହିଥିବା ଜଣାପଡିଛି ।

corona covid19
Share. Facebook Twitter LinkedIn Email WhatsApp Copy Link

Related Posts

ସିଜିମାଳିରେ ପୋଲିସ୍ ଦମନ ଓ ନିଷେଧାଦେଶ ଜାରିକୁ ଚାରି ବାମ ଦଳର ତୀବ୍ର ନିନ୍ଦା

April 9, 2026

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026

ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ: ୫,୮୦୦ ନିଯୁକ୍ତି ସୃଷ୍ଟି

April 9, 2026
Latest News

ସିଜିମାଳିରେ ପୋଲିସ୍ ଦମନ ଓ ନିଷେଧାଦେଶ ଜାରିକୁ ଚାରି ବାମ ଦଳର ତୀବ୍ର ନିନ୍ଦା

April 9, 2026

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 9, 2026

ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ: ୫,୮୦୦ ନିଯୁକ୍ତି ସୃଷ୍ଟି

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.